ମାଇହାର୍

ଉଇକିପିଡ଼ିଆ‌ରୁ

[[Category:Lua error in package.lua at line 80: module 'Module:Pagetype/setindex' not found. with short description]]

Maihar
मैहर
City
ଦେଶ India
ରାଜ୍ୟMadhya Pradesh
ଜିଲ୍ଲାSatna
Elevation
367 m (1,204 ft)
Population
 (2001)
 • Total୪୦,୧୯୨
ଭାଷା
 • ସରକାରୀHindi
Time zoneUTC+5:30 (IST)
Pin Code
485771

ମାଇହାର୍ ଏକ ଭାରତୀୟ ପୌରପାଳିକା (Municipality) ଅଟେ । ଏହା ମଧ୍ୟପ୍ରଦେଶର ସତ୍ନ ଜିଲ୍ଲାରେ ଅବସ୍ଥିତ ।

ଭୌଗଳିକ ଅବସ୍ଥିତି[ସମ୍ପାଦନା]

ମାଇହାର୍ ୨୪.୨୬୪୫ ଉତ୍ତର ଅକ୍ଷାଂଶ ଓ ୮୦.୭୫୯୪ ପୂର୍ବ ଦ୍ରାଘିମାରେ ଅବସ୍ଥିତ । ସମୁଦ୍ର ପତନଠାରୁ ଏହା ୧୨୨୦ ଫୁଟ ଉଚ୍ଚତାରେ ରହିଛି ।[୧]

ଜନସଂଖ୍ୟା ଓ ସାକ୍ଷରତା[ସମ୍ପାଦନା]

୨୦୦୧ ମସିହାର ଭାରତୀୟ ଜନଗଣନା ଅନୁସାରେ, ମାଇହାର୍ ସହରର ମୋଟ ଜନସଂଖ୍ୟା ୩୪୩୪୭ ଅଟେ ।[୨] ସେଥି ମଧ୍ୟରୁ ୫୨.୧୩% ଜଣ ପରୁଷ ହୋଇଥିବା ବେଳେ ୪୭.୮୭% ଜଣ ନାରୀ ଅଟନ୍ତି । ମାଇହାର୍ର ସାକ୍ଷରତା ହାର ୬୪.୩୪% ଅଟେ । ଏହା ଜାତୀୟ ହାରଠାରୁ ୦.୫୦% ପ୍ରତିଶତ କମ ଅଟେ । ସେଥିରୁ ୩୭.୪୧% ପ୍ରତିଶତ ପୁରୁଷ ଓ ୨୬.୯୩% ନାରୀ ଅଟନ୍ତି । ୧୫.୩୬% ଲୋକ ସେଠାରେ ୬ ବର୍ଷ ବୟସରୁ କମ ବୟସ୍କ ଅଟନ୍ତି ।[୨]

ଭାଷା[ସମ୍ପାଦନା]

ହିନ୍ଦୀ ମାଇହାର୍ର ସରକାରୀ ଭାଷା ଅଟେ ।

ଆହୁରି ପଢନ୍ତୁ[ସମ୍ପାଦନା]

ଆଧାର[ସମ୍ପାଦନା]

  1. "Directory of Cities, Towns, and Regions in India". Retrieved 27 September 2015.
  2. ୨.୦ ୨.୧ "way back machine - ସେନ୍‌ସସ୍ ଓଫ୍ ଇଣ୍ଡିଆ". Archived from the original on 16 June 2004. Retrieved 24 September 2015.

ବାହାର ଲିଙ୍କ[ସମ୍ପାଦନା]