ଭୋଗରାଇ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ଉଇକିପିଡ଼ିଆ‌ରୁ
ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୨,୦୩,୬୦୪
ଜିଲ୍ଲା: ବାଲେଶ୍ୱର
ଲୋକ ସଭା ନିର୍ବାଚନ ମଣ୍ଡଳୀ: ବାଲେଶ୍ୱର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଭୋଗରାଇ (କ୍ରମିକ ସଂଖ୍ୟା: ୩୬) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଭୋଗରାଇ ବ୍ଳକ ।[୨][୩]

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅନନ୍ତ ଦାସ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସତ୍ୟଶିବ ଦାସଙ୍କଠାରୁ ୧୯୫୧୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅନନ୍ତ ଦାସ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ କାର୍ତ୍ତିକେଶ୍ୱର ପାତ୍ରଙ୍କଠାରୁ ୧୭,୬୫୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ[ସମ୍ପାଦନା]

୨୦୦୯ ବିଧାନ ସଭା ନିର୍ବାଚନ, ଭୋଗରାଇ [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ଅନନ୍ତ ଦାସ ୭୩,୪୭୪ ୫୩.୩୪ -
କଂଗ୍ରେସ କାର୍ତ୍ତିକେଶ୍ୱର ପାତ୍ର ୫୫,୮୨୪ ୪୦.୫୩ -
ଭାଜପା ରମାକାନ୍ତ ବେହେରା ୬,୪୬୮ ୪.୭୦ -
ବସପା ସୁଦର୍ଶନ ଜେନା ୭୮୨ ୦.୫୭ -
କଳିଙ୍ଗ ସେନା ମଧୁସୂଦନ ପାଣିଗ୍ରାହୀ ୬୩୦ ୦.୪୬ -
ସମୃଦ୍ଧ ଓଡ଼ିଶା ଆଶିଷ କୁମାର ଦାସ ୫୭୪ ୦.୪୨ -
ଭୋଟ ବ୍ୟବଧାନ ୧୭,୬୫୦ ୧୨.୮୧* -
ମତଦାନ ହାର ୧,୩୭,୭୭୩ ୭୨.୨୧ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ[ସମ୍ପାଦନା]

୧୯୫୧ରୁ ୨୦୦୯ ମଧ୍ୟରେ ମୋଟ ୧୩ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ଆଧାର[ସମ୍ପାଦନା]

  1. "Bhograi Assembly Election 2009, Orissa". empoweringindia.org. Retrieved 6 June 2013. Constituency: Bhograi (36) District : Balasore
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 17650
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 11-Bhograi Constituency of ORISSA". eci.nic.in. 2006. Retrieved 6 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf