ବ୍ୟବହାରକାରୀ:Neoman82/ମାତୃଭୂମି କବିତା

ଉଇକିପିଡ଼ିଆ‌ରୁ


ଏକାଧାରରେ ସ୍ବାଭାବ କବି ଏବଂ ପ୍ରକୃତି କବି ଭାବେ ପରିଚିତ ଗଙ୍ଗାଧର ମେହେର ଓଡ଼ିଆ ସାହିତ୍ୟରେ ଏକ ପ୍ରତିଷ୍ଠିତ ସ୍ରଷ୍ଟା୤ ତାଙ୍କ ଦ୍ୱାରା ରଚିତ ତପସ୍ବିନୀ, ପ୍ରଣୟ ବଲ୍ଲରୀ ଓ ଅର୍ଘ୍ୟଥାଳୀ ଆଦି କାବ୍ୟ କବିଙ୍କର ଗୋଟିଏ ଗୋଟିଏ କାଳଜୟୀ ସୃଷ୍ଟି୤ ବିଶେଷ କରି ପୌରାଣିକ ବିଷୟ ଏବଂ ପ୍ରକୃତିର ଶୋଭାରାଜି ଉପରେ କବିଙ୍କ ରଚନା ବେଶ୍ ହୃଦୟସ୍ପର୍ଶୀ୤ ଗୌରବ-ମଣ୍ଡିତ ପ୍ରାଚୀନ ସାହିତ୍ୟର ପରମ୍ପରା ସଂରକ୍ଷଣ ସହ ଉନ୍ନତ ଭାଷା ଓ ଭାବର ଉପାଦାନରେ ନବୀନ ସାହିତ୍ୟର ସୃଷ୍ଟି ମେହେର-ସାହିତ୍ୟର ବୈଷିଷ୍ଟ୍ୟ ଅଟେ୤ ବଡ଼ ଅକ୍ଷର