ଅ
ଦେଖଣା
| ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |
| ଓଡ଼ିଆ ବର୍ଣ୍ଣମାଳା | |||||
|---|---|---|---|---|---|
| ଓଡ଼ିଆ ସ୍ଵର ବର୍ଣ୍ଣ | |||||
| ଅ | ଆ | ଇ | ଈ | ଉ | |
| ଊ | ଋ | ୠ | ଌ | ୡ | |
| ଏ | ଐ | ଓ | ଔ | | |
| ଓଡ଼ିଆ ବ୍ୟଞ୍ଜନ ବର୍ଣ୍ଣ | |||||
| କ | ଖ | ଗ | ଘ | ଙ | |
| ଚ | ଛ | ଜ | ଝ | ଞ | |
| ଟ | ଠ | ଡ | ଢ | ଣ | |
| ତ | ଥ | ଦ | ଧ | ନ | |
| ପ | ଫ | ବ | ଭ | ମ | |
| ଯ | ର | ଳ | ୱ | ୟ | |
| ଲ | ଶ | ଷ | ସ | ହ | |
| କ୍ଷ | ଡ଼ | ଢ଼ | |||
| ଓଡ଼ିଆ ସଂଖ୍ୟା | |||||
| ୦ | ୧ | ୨ | ୩ | ୪ | |
| ୫ | ୬ | ୭ | ୮ | ୯ | |
ଅ ଓଡ଼ିଆ ବର୍ଣ୍ଣମାଳାର ପ୍ରଥମ ଅକ୍ଷର । ଏହା ଏକ ସ୍ୱର ବର୍ଣ୍ଣ । ଏହି ବର୍ଣ୍ଣର ସ୍ୱତନ୍ତ୍ର ଚିହ୍ନ ବା ମାତ୍ରା ନାହିଁ । ଏହାକୁ ବାକି ବ୍ୟଞ୍ଜନ ବର୍ଣ୍ଣ ସହିତ ଯୁକ୍ତ କରି ଉଚ୍ଚାରଣ ଓ ବର୍ଣ୍ଣପରିଣୟ କରାଯାଇଥାଏ । ଏହାର ଉଚ୍ଚାରଣର ସ୍ଥାନ କଣ୍ଠ । [୧][୨]
ଇତିହାସ ଓ ପୁରାଣ
[ସମ୍ପାଦନା]ଆଗକାଳରେ ଅବଧାନମାନେ ପିଲାଙ୍କୁ ଏହି ଅକ୍ଷର ମଡ଼ାଇଲାବେଳେ ସ୍ୱରେ ଅ ବୋଲି ଡାକନ୍ତି । ଏହା ଓଁ ବା ପ୍ରଣବର ଅଂଶବିଶେଷ ବୋଲି ଶାସ୍ତ୍ରରେ କଥିତ । ଅ+ଉ+ମ୍ ମିଶି ଓଁ ହୋଇଛି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ପ୍ରହରାଜ, ଗୋପାଳ. [୧] Archived 2013-05-14 at the Wayback Machine.ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ. ବିଶ୍ୱନାଥ କର. କଟକ. ପୃ. ୧ (୧୯୩୧)
- ↑ DDSA - ପୂର୍ଣ୍ଣଚନ୍ଦ୍ର ଭାଷାକୋଷ. "ଅ". Retrieved 26 March 2014.[permanent dead link]
ଅ ଶବ୍ଦଟି ଉଇକି ଅଭିଧାନରେ ଖୋଜନ୍ତୁ ।
ଉଇକିମିଡ଼ିଆ କମନ୍ସରେ ଓଡ଼ିଆ ବର୍ଣ୍ଣମାଳା
ବାବଦରେ ମାଧ୍ୟମ ରହିଛି ।
