ଅଞ୍ଚଳ ମାଝି
Appearance
ଅଞ୍ଚଳ ମାଝି | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପର ଅଧିକାରୀ | ଧନେଶ୍ୱର ମାଝି |
ନିର୍ବାଚନ ମଣ୍ଡଳୀ | ନର୍ଲା |
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ଚନ୍ଦ୍ର ଶେଖର ପ୍ରଧାନ |
ପର ଅଧିକାରୀ | ଦୟାନିଧି ନାଏକ |
ନିର୍ବାଚନ ମଣ୍ଡଳୀ | ଭବାନୀପାଟଣା |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯ ଫେବୃଆରୀ ୧୯୭୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ଲକ୍ଷ୍ମୀ ମାଝି |
ବାପା/ବୋଉ | ଗୁଲାର ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅଞ୍ଚଳ ମାଝି (ମୃତ୍ୟୁ: ୧୯ ଫେବୃଆରୀ ୧୯୭୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୬୧ ଓ ୧୯୬୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ଓ ନର୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅଞ୍ଚଳ ମାଝିଙ୍କ ବାପାଙ୍କ ନାମ ଗୁଲାର ମାଝି ଓ ପତ୍ନୀଙ୍କ ନାମ ଲକ୍ଷ୍ମୀ ମାଝି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅଞ୍ଚଳ ମାଝି ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଅଞ୍ଚଳ ୧୯୭୬ ମସିହାର ଫେବୃଆରୀ ୧୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Anchal Majhi". odishaassembly.nic.in. Odisha Assembly. Retrieved 17 May 2021.