Jump to content

ଅଟଳ ବିହାରୀ ଆଚାର୍ଯ୍ୟ

ଉଇକିପିଡ଼ିଆ‌ରୁ
ଅଟଳ ବିହାରୀ ଆଚାର୍ଯ୍ୟ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭  ୧୯୪୬
ନିର୍ବାଚନ ମଣ୍ଡଳୀଉତ୍ତର କଟକ ସଦର (ଉପ)
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳକଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ଅଟଳ ବିହାରୀ ଆଚାର୍ଯ୍ୟ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୩୭ ମସିହାରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍ତର କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[][]

ରାଜନୈତିକ ଜୀବନ

[ସମ୍ପାଦନା]

ଅଟଳ ବିହାରୀ ଆଚାର୍ଯ୍ୟ କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[]

  1. 1 2 "Shri Atala Bihari Acharya". odishaassembly.nic.in. Odisha Assembly. Retrieved 25 October 2023.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)