ଅଣ୍ଟି ଛୁରୀ ତଣ୍ଟି କାଟେ

ଉଇକିପିଡ଼ିଆ‌ରୁ
ଅଣ୍ଟି ଛୁରୀ ତଣ୍ଟି କାଟେ
ନିର୍ଦ୍ଦେଶକବସନ୍ତ ସାହୁ
ପ୍ରଯୋଜକବାସୁଦେବ ତ୍ରିପାଠୀ
କଳାକାରବିଜୟ ମହାନ୍ତି
ଅନୀତା ଦାସ
ସ୍ନିଗ୍ଧା ମହାନ୍ତି
ହର ପଟ୍ଟନାୟକ
ଜୟୀରାମ ସାମଲ
ଦୁଃଖିରାମ ସ୍ୱାଇଁ
ସମ୍ପାଦକଦେବେନ ମିଶ୍ର[୧][୨]
ମୁକ୍ତିଲାଭ ତାରିଖ
୧୯୯୨
ଦେଶ ଭାରତ
ଭାଷାଓଡ଼ିଆ

ଅଣ୍ଟି ଛୁରୀ ତଣ୍ଟି କାଟେ, ୧୯୯୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବାସୁଦେବ ତ୍ରିପାଠୀ । ବସନ୍ତ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୩]

ବିଜୟ ମହାନ୍ତି, ଅନୀତା ଦାସ, ସ୍ନିଗ୍ଧା ମହାନ୍ତି, ହର ପଟ୍ଟନାୟକ, ଜୟୀରାମ ସାମଲ, ଦୁଃଖିରାମ ସାମଲ, ବାଙ୍କୁ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଗୀତ[ସମ୍ପାଦନା]

କ୍ରମଗୀତସମୟ
1."ଏଇ ସିନ୍ଦୂର" 
2."ଆଲୋ ମୋ କାଶୀ" 
3."ଅଲ୍ ଓଡ଼ିଶା" 
4."ଅଣ୍ଟି ଛୁରୀ ତଣ୍ଟି କାଟେ" 
5."ଉଡ଼ିଗଲା ସପନର" 

ଆଧାର[ସମ୍ପାଦନା]

  1. "ଖ୍ୟାତନାମା ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 16 August 2020. Archived from the original on 3 July 2022. Retrieved 16 August 2020.
  2. "ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ". Odisha Reporter. ଭୁବନେଶ୍ୱର. 16 August 2020. Archived from the original on 3 July 2022. Retrieved 9 September 2020.
  3. "ଏହି ବରିଷ୍ଠ ନିର୍ଦ୍ଦେଶକଙ୍କ ସହ ଏଯାଏ କାମ କରିନାହାନ୍ତି ଅମ୍ଳାନ". ସମ୍ବାଦ. ଭୁବନେଶ୍ୱର: sambad.in. 5 June 2022. Archived from the original on 5 June 2022. Retrieved 5 June 2022.
  4. "ଓଡ଼ିଆ ଚଳଚ୍ଚିତ୍ରର ଲୋକପ୍ରିୟ ଅଭିନେତ୍ରୀ ଅନୀତା ଦାସଙ୍କ ପରଲୋକ". sambad.in. 11 May 2018. Retrieved 4 July 2018.

ବାହାର ଆଧାର[ସମ୍ପାଦନା]