ଅଦ୍ୱୈତ ପ୍ରସାଦ ସିଂହ

ଉଇକିପିଡ଼ିଆ‌ରୁ
ଅଦ୍ୱୈତ ପ୍ରସାଦ ସିଂହ
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀରମେଶ ଜେନା
ପର ଅଧିକାରୀରଜନୀ କାନ୍ତ ସିଂହ
ନିର୍ବାଚନ ମଣ୍ଡଳୀଅନୁଗୋଳ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀପ୍ରଫୁଲ୍ଲ ମିଶ୍ର
ପର ଅଧିକାରୀରମେଶ ଜେନା
ନିର୍ବାଚନ ମଣ୍ଡଳୀଅନୁଗୋଳ
ବିଧାୟକ: ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୮୦
ପୂର୍ବ ଅଧିକାରୀଦେବରାଜ ସାହୁ
ପର ଅଧିକାରୀସନ୍ତୋଷ କୁମାର ପ୍ରଧାନ
ନିର୍ବାଚନ ମଣ୍ଡଳୀଅନୁଗୋଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1924-04-01)ଅପ୍ରେଲ ୧, ୧୯୨୪
ମୃତ୍ୟୁ୧୭ ଜୁଲାଇ ୨୦୦୮(2008-07-17) (ବୟସ ୮୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ, ଉତ୍କଳ କଂଗ୍ରେସ
ଜୀବନ ସାଥୀଲଳିତପ୍ରଭା ଦେଇ
ସନ୍ତାନରଜନୀ କାନ୍ତ ସିଂହ
ବାପା/ବୋଉବିଜୟ କୁମାର ସିଂହ (ବାପା)
ବୃତ୍ତିରାଜନୀତିଜ୍ଞ

ଅଦ୍ୱୈତ ପ୍ରସାଦ ସିଂହ (୧ ଅପ୍ରେଲ ୧୯୨୪ - ୧୭ ଜୁଲାଇ ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳ, ଉତ୍କଳ କଂଗ୍ରେସ ଭଳ ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଅଦ୍ୱୈତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୭, ୧୯୯୦ ଓ ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ, ୧୦ମ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅଦ୍ୱୈତ ପ୍ରସାଦ ସିଂହ ୧୯୨୪ ମସିହାର ଅପ୍ରେଲ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଜୟ କୁମାର ସିଂହ ଓ ପତ୍ନୀଙ୍କ ନାମ ଲଳିତପ୍ରଭା ଦେଇ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅଦ୍ୱୈତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଅଦ୍ୱୈତ ୨୦୦୮ ମସିହାର ଜୁଲାଇ ମାସ ୧୭ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Adwait Prasad Singh". odishaassembly.nic.in. Odisha Assembly. Retrieved 28 June 2020.