ଅଦ୍ୱୈତ ପ୍ରସାଦ ସିଂହ
ଅଦ୍ୱୈତ ପ୍ରସାଦ ସିଂହ | |
---|---|
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ରମେଶ ଜେନା |
ପର ଅଧିକାରୀ | ରଜନୀ କାନ୍ତ ସିଂହ |
ନିର୍ବାଚନ ମଣ୍ଡଳୀ | ଅନୁଗୋଳ |
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ପ୍ରଫୁଲ୍ଲ ମିଶ୍ର |
ପର ଅଧିକାରୀ | ରମେଶ ଜେନା |
ନିର୍ବାଚନ ମଣ୍ଡଳୀ | ଅନୁଗୋଳ |
ବିଧାୟକ: ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୮୦ | |
ପୂର୍ବ ଅଧିକାରୀ | ଦେବରାଜ ସାହୁ |
ପର ଅଧିକାରୀ | ସନ୍ତୋଷ କୁମାର ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଅନୁଗୋଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅପ୍ରେଲ ୧, ୧୯୨୪ |
ମୃତ୍ୟୁ | ୧୭ ଜୁଲାଇ ୨୦୦୮ | (ବୟସ ୮୪)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ, ଉତ୍କଳ କଂଗ୍ରେସ |
ଜୀବନ ସାଥୀ | ଲଳିତପ୍ରଭା ଦେଇ |
ସନ୍ତାନ | ରଜନୀ କାନ୍ତ ସିଂହ |
ବାପା/ବୋଉ | ବିଜୟ କୁମାର ସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅଦ୍ୱୈତ ପ୍ରସାଦ ସିଂହ (୧ ଅପ୍ରେଲ ୧୯୨୪ - ୧୭ ଜୁଲାଇ ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳ, ଉତ୍କଳ କଂଗ୍ରେସ ଭଳ ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଅଦ୍ୱୈତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୭, ୧୯୯୦ ଓ ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ, ୧୦ମ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅଦ୍ୱୈତ ପ୍ରସାଦ ସିଂହ ୧୯୨୪ ମସିହାର ଅପ୍ରେଲ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଜୟ କୁମାର ସିଂହ ଓ ପତ୍ନୀଙ୍କ ନାମ ଲଳିତପ୍ରଭା ଦେଇ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅଦ୍ୱୈତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଅଦ୍ୱୈତ ୨୦୦୮ ମସିହାର ଜୁଲାଇ ମାସ ୧୭ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Adwait Prasad Singh". odishaassembly.nic.in. Odisha Assembly. Retrieved 28 June 2020.