ଅଧିରାଜ ମୋହନ ପାଣିଗ୍ରାହୀ
Appearance
ଅଧିରାଜ ମୋହନ ପାଣିଗ୍ରାହୀ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଦୁର୍ଯ୍ୟୋଧନ ମାଝି |
ନିର୍ବାଚନ ମଣ୍ଡଳୀ | ଖଡ଼ିଆଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୪ ଜୁଲାଇ ୧୯୭୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ପ୍ରିୟଦର୍ଶିନୀ ପାଣିଗ୍ରାହୀ |
ବାପା/ବୋଉ | ଦିନେଶ ଚନ୍ଦ୍ର ପାଣିଗ୍ରାହୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅଧିରାଜ ମୋହନ ପାଣିଗ୍ରାହୀ (ଜନ୍ମ: ୧୪ ଜୁଲାଇ ୧୯୭୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖଡ଼ିଆଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅଧିରାଜ ମୋହନ ପାଣିଗ୍ରାହୀ ୧୯୭୬ ମସିହାର ଜୁଲାଇ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦିନେଶ ଚନ୍ଦ୍ର ପାଣିଗ୍ରାହୀ ଓ ପତ୍ନୀଙ୍କ ନାମ ପ୍ରିୟଦର୍ଶିନୀ ପାଣିଗ୍ରାହୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅଧିରାଜ ମୋହନ ପାଣିଗ୍ରାହୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Adhiraj Mohan Panigrahi". odishaassembly.nic.in. Odisha Assembly. Retrieved 18 June 2021.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Adhiraj Mohan Panigrahi-ସମ୍ପର୍କିତ ମିଡ଼ିଆ