ଅନନ୍ତ ନାରାୟଣ ଜେନା

ଉଇକିପିଡ଼ିଆ‌ରୁ
ଅନନ୍ତ ନାରାୟଣ ଜେନା
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀବିଜୟ କୁମାର ମହାନ୍ତି
ନିର୍ବାଚନ ମଣ୍ଡଳୀଭୁବନେଶ୍ୱର ସେଣ୍ଟ୍ରାଲ (ମଧ୍ୟ)
ବ୍ୟକ୍ତିଗତ ସବିଶେଷ
ଜନ୍ମ (1969-01-05) ୫ ଜାନୁଆରୀ ୧୯୬୯ (ବୟସ ୫୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉବୃନ୍ଦାବନ ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ଅନନ୍ତ ନାରାୟଣ ଜେନା (ଜନ୍ମ: ୫ ଜାନୁଆରୀ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ସେଣ୍ଟ୍ରାଲ (ମଧ୍ୟ) ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅନନ୍ତ ନାରାୟଣ ଜେନା ୧୯୬୯ ମସିହାର ଜାନୁଆରୀ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୃନ୍ଦାବନ ଜେନା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅନନ୍ତ ନାରାୟଣ ଜେନା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Ananta Narayan Jena". odishaassembly.nic.in. Odisha Assembly. Retrieved 28 June 2022.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Ananta Narayan Jena-ସମ୍ପର୍କିତ ମିଡ଼ିଆ