ଅନିରୁଦ୍ଧ ଦୀପ
ଅନିରୁଦ୍ଧ ଦୀପ | |
---|---|
ସାଂସଦ: ୪ର୍ଥ ଲୋକ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୦ | |
ନିର୍ବାଚନ ମଣ୍ଡଳୀ | ଫୁଲବାଣୀ |
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ହିମାଂଶୁ ଶେଖର ପାଢ଼ୀ |
ପର ଅଧିକାରୀ | ହିମାଂଶୁ ଶେଖର ପାଢ଼ୀ |
ନିର୍ବାଚନ ମଣ୍ଡଳୀ | ବୌଦ୍ଧ |
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ବାଳକୃଷ୍ଣ ମଲିକ, ସଦାନନ୍ଦ ସାହୁ |
ପର ଅଧିକାରୀ | ହିମାଂଶୁ ଶେଖର ପାଢ଼ୀ |
ନିର୍ବାଚନ ମଣ୍ଡଳୀ | ଫୁଲବାଣୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୩୦ |
ମୃତ୍ୟୁ | ୭ ଅପ୍ରେଲ ୧୯୯୦ | (ବୟସ ୫୯)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ଧୁର୍ମି ଦୀପ |
ବାପା/ବୋଉ | ନିତ୍ୟାନନ୍ଦ ଦୀପ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅନିରୁଦ୍ଧ ଦୀପ (୧ ଜୁଲାଇ ୧୯୩୦ - ୪ ଜୁଲାଇ ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର ଏବଂ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଫୁଲବାଣୀ ଓ ବୌଦ୍ଧ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୬୭ ଭାରତୀୟ ସାଧାରଣ ନିର୍ବାଚନରେ ସେ ଫୁଲବାଣୀ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅନିରୁଦ୍ଧ ଦୀପ ୧୯୩୦ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନିତ୍ୟାନନ୍ଦ ଦୀପ ଓ ପତ୍ନୀଙ୍କ ନାମ ଧୁର୍ମି ଦୀପ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅନିରୁଦ୍ଧ ଓଡ଼ିଶା ରାଜନୀତିରେ ପ୍ରଥମେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ୨ଥର ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୫୭ | ୧୯୬୧ | ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା | ଫୁଲବାଣୀ | ଗଣତନ୍ତ୍ର ପରିଷଦ |
୧୯୬୧ | ୧୯୬୭ | ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା | ବୌଦ୍ଧ | ସ୍ୱତନ୍ତ୍ର ପାର୍ଟି |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Anirudha Dipa". odishaassembly.nic.in. Odisha Assembly. Retrieved 28 April 2021.