ଅନିରୁଦ୍ଧ ମିଶ୍ର

ଉଇକିପିଡ଼ିଆ‌ରୁ
ଅନିରୁଦ୍ଧ ମିଶ୍ର
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀବୀର ବିକ୍ରମାଦିତ୍ୟ ସିଂହ ବରିହା, ଏଲ.ଏମ.ଏସ. ବରିହା
ନିର୍ବାଚନ ମଣ୍ଡଳୀପଦ୍ମପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୮୩
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ବୃତ୍ତିରାଜନୀତିଜ୍ଞ

ଅନିରୁଦ୍ଧ ମିଶ୍ର (ମୃତ୍ୟୁ: ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅନିରୁଦ୍ଧ ମିଶ୍ର ଓଡ଼ିଶା ରାଜନୀତିରେ ଜଣେ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଅନିରୁଦ୍ଧ ମିଶ୍ର ୧୯୮୩ ମସିହାରେ ମୃତ୍ୟୁବରଣ କରିଥିଲେ । ୩୧ ମାର୍ଚ୍ଚ ୧୯୮୩ରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Anirudha Misra". odishaassembly.nic.in. Odisha Assembly. Retrieved 11 July 2021.