ଅନ୍ନଦା ଶଙ୍କର ରାୟ

ଉଇକିପିଡ଼ିଆ‌ରୁ
ଅନ୍ନଦା ଶଙ୍କର ରାୟ
!!!
Born(1904-05-15)୧୫ ମଇ ୧୯୦୪
Died୨୮ ଅକ୍ଟୋବର ୨୦୦୨(2002-10-28) (ବୟସ ୯୮)
Nationalityଭାରତୀୟ

ଅନ୍ନଦା ଶଙ୍କର ରାୟ (୧୫ ମଇ ୧୯୦୪ - ୨୮ ଅକ୍ଟୋବର, ୨୦୦୨) ଢେଙ୍କାନାଳରେ ଜନ୍ମିତ ସବୁଜଗୋଷ୍ଠୀର ଜଣେ ଲେଖକ ଓ କବି ଥିଲେ ।

ଅନ୍ନଦା ଶଙ୍କର ରାୟ୧୯୨୧-୨୩ ମଧ୍ୟରେ ଓଡ଼ିଆରେ କେତେକ କବିତା ଓ ପ୍ରବନ୍ଧ ରଚନା କରି 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶ କରିଥିଲେ । ତାହାର ପରବର୍ତ୍ତୀ ସମୟରେ 'ବାସନ୍ତୀ' ଉପନ୍ୟାସର କେତେକ ପରିଚ୍ଛେଦ ଏବଂ ସାହିତ୍ୟ ସମାଲୋଚନା ମୁଳକ କେତେକ ଉଚ୍ଚକୋଟୀର ପ୍ରବନ୍ଧ; ଯଥା ପଦ୍ମଚରଣଙ୍କ କବିତା, ସମର ଓ ସାହିତ୍ୟ, ମଥୁରାମଙ୍ଗଳ ଆଲୋଚନା ପ୍ରଭୃତି ରଚନା କରିଥିଲେ । [୧] ୨୦୦୨ ମସିହା ଅକ୍ଟୋବର ୨ତାରିଖ ଦିନ କଲିକତାଠାରେ ତାଙ୍କର ଦେହାନ୍ତ ହୋଇଥିଲା ।

ଆଧାର[ସମ୍ପାଦନା]

  1. ଓଡ଼ିଆ ସାହିତ୍ୟର ସଂକ୍ଷିପ୍ତ ପରିଚୟ, ଡ. ବୃନ୍ଦାବନଚନ୍ଦ୍ର ଆଚାର୍ଯ୍ୟ, ପୃଷ୍ଠା:୨୩୯-୪୦

ଅଧିକ ତଥ୍ୟ[ସମ୍ପାଦନା]