ଅପନା ଦୋରା ବିଶ୍ୱାସରାୟ
ଦେଖଣା
ଅପନା ଦୋରା ବିଶ୍ୱାସରାୟ | |
|---|---|
| ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
| କାର୍ଯ୍ୟକାଳ ୧୯୫୨ – ୧୯୫୭ | |
| ପର ଅଧିକାରୀ | ନାଲା କୁର୍ମୁ ନାୟକଲୁ ଦୋରା |
| ନିର୍ବାଚନ ମଣ୍ଡଳୀ | ପାରଳାଖେମୁଣ୍ଡି |
| ବ୍ୟକ୍ତିଗତ ସବିଶେଷ | |
| ମୃତ୍ୟୁ | ୧୯୬୩ |
| ନାଗରିକତା | ଭାରତୀୟ |
| ଜାତୀୟତା | ଭାରତୀୟ |
| ରାଜନୀତିକ ଦଳ | ନିର୍ଦ୍ଦଳୀୟ |
| ବୃତ୍ତି | ରାଜନୀତିଜ୍ଞ |
ଅପନା ଦୋରା ବିଶ୍ୱାସରାୟ (ମୃତ୍ୟୁ: ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅପନା ଦୋରା ବିଶ୍ୱାସରାୟ ଜଣେ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଅପନା ଦୋରା ବିଶ୍ୱାସରାୟ ୧୯୬୩ ମସିହାରେ ମୃତ୍ୟୁବରଣ କରିଥିଲେ । ୬ ସେପ୍ଟେମ୍ବର ୧୯୬୩ରେ ମସିହାରେ ତାଙ୍କ ପାଇଁ ଓଡ଼ିଶା ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Appena Dora Biswasrai". odishaassembly.nic.in. Odisha Assembly. Retrieved 22 June 2022.