Jump to content

ଅବଦୁସ୍‍ ଶୋଭନ ଖାଁ

ଉଇକିପିଡ଼ିଆ‌ରୁ
ମୌଲବୀ ଅବଦୁସ୍‍ ଶୋଭନ ଖାଁ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀବାଲେଶ୍ୱର-ସମ୍ବଲପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ଅବଦୁସ୍‍ ଶୋଭନ ଖାଁ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲେଶ୍ୱର-ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[][]

ରାଜନୈତିକ ଜୀବନ

[ସମ୍ପାଦନା]

ଅବଦୁସ୍‍ ଶୋଭନ ଖାଁ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[]

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୭. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)
  2. ୨.୦ ୨.୧ "Shri Abdus Sobran Khan". odishaassembly.nic.in. Odisha Assembly. Retrieved 17 November 2023.