ଅଭିମନ୍ୟୁ କୁମାର
ଅଭିମନ୍ୟୁ କୁମ୍ଭାର | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ବସନ୍ତ କୁମାର ମହାନନ୍ଦ |
ପର ଅଧିକାରୀ | ସନାତନ ବିଶି |
ନିର୍ବାଚନ ମଣ୍ଡଳୀ | ରେଢ଼ାଖୋଲ |
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୯୦ | |
ପୂର୍ବ ଅଧିକାରୀ | ବସନ୍ତ କୁମାର ମହାନନ୍ଦ |
ପର ଅଧିକାରୀ | ବସନ୍ତ କୁମାର ମହାନନ୍ଦ |
ନିର୍ବାଚନ ମଣ୍ଡଳୀ | ରେଢ଼ାଖୋଲ |
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୩ | |
ପୂର୍ବ ଅଧିକାରୀ | ଭିକାରି ସୁନା |
ପର ଅଧିକାରୀ | ବସନ୍ତ କୁମାର ମହାନନ୍ଦ |
ନିର୍ବାଚନ ମଣ୍ଡଳୀ | ରେଢ଼ାଖୋଲ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୪ ମାର୍ଚ୍ଚ ୧୯୨୮ |
ମୃତ୍ୟୁ | ୨୬ ଜୁଲାଇ ୨୦୨୦ | (ବୟସ ୯୨)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଗୌରୀ କୁମ୍ଭାର |
ବାପା/ବୋଉ | ରାମଚନ୍ଦ୍ର କୁମ୍ଭାର |
ବୃତ୍ତି | ରାଜନୀତିଜ୍ଞ |
ଅଭିମନ୍ୟୁ କୁମ୍ଭାର (୪ ମାର୍ଚ୍ଚ ୧୯୨୮ - ୨୬ ଜୁଲାଇ ୨୦୨୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୮ମ ଓ ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅଭିମନ୍ୟୁ କୁମ୍ଭାର ୧୯୨୮ ମସିହାରୁ ମାର୍ଚ୍ଚ ମାସ ୪ ତାରିଖରେ ଭତରାସ୍ଥିତ ମଠପାଲି ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ।[୨] ତାଙ୍କ ବାପାଙ୍କ ନାମ ରାମଚନ୍ଦ୍ର କୁମ୍ଭାର ଓ ପତ୍ନୀଙ୍କ ନାମ ଗୌରୀ କୁମ୍ଭାର । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ରୁ କମ ।[୩]
ରାଜନୈତିକ ଜୀବନ
[ସମ୍ପାଦନା]ଅଭିମନ୍ୟୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ ।[୩]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୧ | ୧୯୭୩ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ରେଢ଼ାଖୋଲ | କଂଗ୍ରେସ (ଆର୍) |
୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | ରେଢ଼ାଖୋଲ | କଂଗ୍ରେସ (ଇ) |
୧୯୮୫ | ୧୯୯୦ | ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା | ରେଢ଼ାଖୋଲ | ଭାରତୀୟ ଜାତୀୟ କଂଗ୍ରେସ |
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | ରେଢ଼ାଖୋଲ | ଭାରତୀୟ ଜାତୀୟ କଂଗ୍ରେସ |
ମୃତ୍ୟୁ
[ସମ୍ପାଦନା]ଅଭିମନ୍ୟୁ କୁମ୍ଭାର ୨୦୨୦ ମସିହାର ଜୁଲାଇ ମାସ ୨୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୪] ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା ।[୨]
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ "ପୂର୍ବତନ ବିଧାୟକ ଅଭିମନ୍ୟୁ କୁମାରଙ୍କ ନିଧନ". Zee Odisha. 26 July 2020. Retrieved 10 September 2020.
- ↑ ୩.୦ ୩.୧ "Shri Abhimanyu Kumbhar". odishaassembly.nic.in. Odisha Assembly. Retrieved 9 September 2020.
- ↑ "୯୮ ବର୍ଷ ବୟସରେ ଆଖି ବୁଜିଲେ ପୂର୍ବତନ ବିଧାୟକ ଅଭିମନ୍ୟୁ କୁମାର". ସମ୍ବାଦ. sambad.in. 27 July 2020. Retrieved 10 September 2020.