ଅର୍ଜୁନ ଦାସ (୧୯୫୭ ଜନ୍ମ)
ଦେଖଣା
ଅର୍ଜୁନ ଦାସ | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ନିର୍ବାଚନ ମଣ୍ଡଳୀ | ବିଞ୍ଝାରପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୬ ନଭେମ୍ବର ୧୯୫୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ପ୍ରମିଳା ଦାସ |
ବାପା/ବୋଉ | ଅନାଦି ଚରଣ ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅର୍ଜୁନ ଦାସ (ଜନ୍ମ: ୧୬ ନଭେମ୍ବର ୧୯୫୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅର୍ଜୁନ ଦାସ ୧୯୫୭ ମସିହାର ନଭେମ୍ବର ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅନାଦି ଚରଣ ଦାସ ଓ ପତ୍ନୀଙ୍କ ନାମ ପ୍ରମିଳା ଦାସ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅର୍ଜୁନ ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Arjun Das". odishaassembly.nic.in. Odisha Assembly. Retrieved 22 August 2022.