ଅର୍ଜୁନ ନାଏକ

ଉଇକିପିଡ଼ିଆ‌ରୁ
ଅର୍ଜୁନ ନାଏକ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀନୀଳମଣି ସିଂହ ଦଣ୍ଡପାଟ
ପର ଅଧିକାରୀହେମେନ୍ଦ୍ର ପ୍ରସାଦ ମହାପାତ୍ର
ନିର୍ବାଚନ ମଣ୍ଡଳୀବଣାଇ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1925-10-25)୨୫ ଅକ୍ଟୋବର ୧୯୨୫
ମୃତ୍ୟୁ୧୨ ନଭେମ୍ବର ୨୦୦୬(2006-11-12) (ବୟସ ୮୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ
ଜୀବନ ସାଥୀସତ୍ୟଭାମା ନାଏକ
ବୃତ୍ତିରାଜନୀତିଜ୍ଞ

ଅର୍ଜୁନ ନାଏକ (୨୫ ଅକ୍ଟୋବର ୧୯୨୫ - ୧୨ ନଭେମ୍ବର ୨୦୦୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅର୍ଜୁନ ୧୯୨୫ ମସିହାର ଅକ୍ଟୋବର ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତ୍ନୀଙ୍କ ନାମ ସତ୍ୟଭାମା ନାଏକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅର୍ଜୁନ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ସେ ୨୦୦୬ ମସିହାର ନଭେମ୍ବର ୧୨ ତାରିଖରେ ୮୧ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Arjun Naik". odishaassembly.nic.in. Odisha Assembly. Retrieved 2 December 2020.