ଅର୍ଜୁନ ପାତ୍ର

ଉଇକିପିଡ଼ିଆ‌ରୁ
ଅର୍ଜୁନ ପାତ୍ର
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ନିର୍ବାଚନ ମଣ୍ଡଳୀବୈଶିଙ୍ଗା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୮ ଅଗଷ୍ଟ ୨୦୦୮(୨୦୦୮-୦୮-୦୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳପ୍ରଜା ସୋସିଆଲିଷ୍ଟ ପାର୍ଟି
ଜୀବନ ସାଥୀମଙ୍ଗୁଳା ମିଶ୍ର
ବାପା/ବୋଉନରସିଂହ ମିଶ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଅର୍ଜୁନ ପାତ୍ର (ମୃତ୍ୟ: ୮ ଅଗଷ୍ଟ ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୈଶିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅର୍ଜୁନ ପାତ୍ରଙ୍କ ବାପାଙ୍କ ନାମ ନରସିଂହ ମିଶ୍ର ଓ ପତ୍ନୀଙ୍କ ନାମ ମଙ୍ଗୁଳା ମିଶ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅର୍ଜୁନ ପାତ୍ର ଓଡ଼ିଶା ରାଜନୀତିରେ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଅର୍ଜୁନ ପାତ୍ର ୨୦୦୮ ମସିହାର ଅଗଷ୍ଟ ୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Arjun Patra". odishaassembly.nic.in. Odisha Assembly. Retrieved 31 October 2022.