ଅଶୋକ କୁମାର ଚୌଧୁରୀ
Appearance
ଅଶୋକ କୁମାର ଚୌଧୁରୀ | |
---|---|
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ପୂର୍ବ ଅଧିକାରୀ | ବିଶ୍ୱନାଥ ସାହୁ |
ପର ଅଧିକାରୀ | ପର୍ଶୁରାମ ପଣ୍ଡା |
ନିର୍ବାଚନ ମଣ୍ଡଳୀ | ଛତ୍ରପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୪ ନଭେମ୍ବର ୧୯୫୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | କଲ୍ୟାଣି ମିଶ୍ର |
ବାପା/ବୋଉ | ତ୍ରିନାଥ ଚୌଧୁରୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅଶୋକ କୁମାର ଚୌଧୁରୀ (ଜନ୍ମ: ୧୪ ନଭେମ୍ବର ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ ପରିବାର ଓ ଶିକ୍ଷା
[ସମ୍ପାଦନା]ଅଶୋକ ୧୯୫୩ ମସିହାର ନଭେମ୍ବର ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ତ୍ରିନାଥ ଚୌଧୁରୀ ଓ ପତ୍ନୀଙ୍କ ନାମ କଲ୍ୟାଣି ମିଶ୍ର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅଶୋକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Ashok Kumar Choudhury". odishaassembly.nic.in. Odisha Assembly. Retrieved 16 December 2020.