ଅଶୋକ କୁମାର ଚୌଧୁରୀ

ଉଇକିପିଡ଼ିଆ‌ରୁ
ଅଶୋକ କୁମାର ଚୌଧୁରୀ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀବିଶ୍ୱନାଥ ସାହୁ
ପର ଅଧିକାରୀପର୍ଶୁରାମ ପଣ୍ଡା
ନିର୍ବାଚନ ମଣ୍ଡଳୀଛତ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1953-11-14) ୧୪ ନଭେମ୍ବର ୧୯୫୩ (ବୟସ ୭୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀକଲ୍ୟାଣି ମିଶ୍ର
ବାପା/ବୋଉତ୍ରିନାଥ ଚୌଧୁରୀ (ବାପା)
ବୃତ୍ତିରାଜନୀତିଜ୍ଞ

ଅଶୋକ କୁମାର ଚୌଧୁରୀ (ଜନ୍ମ: ୧୪ ନଭେମ୍ବର ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ ପରିବାର ଓ ଶିକ୍ଷା[ସମ୍ପାଦନା]

ଅଶୋକ ୧୯୫୩ ମସିହାର ନଭେମ୍ବର ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ତ୍ରିନାଥ ଚୌଧୁରୀ ଓ ପତ୍ନୀଙ୍କ ନାମ କଲ୍ୟାଣି ମିଶ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅଶୋକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Ashok Kumar Choudhury". odishaassembly.nic.in. Odisha Assembly. Retrieved 16 December 2020.