ଅଶୋକ କୁମାର ପାଣିଗ୍ରାହୀ
ଅଶୋକ କୁମାର ପାଣିଗ୍ରାହୀ | |
---|---|
![]() | |
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ରିପୁନାଥ ସେଠ |
ପର ଅଧିକାରୀ | ସୁବଳ ସାହୁ |
ନିର୍ବାଚନ ମଣ୍ଡଳୀ | ବିଜେପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ମାର୍ଚ୍ଚ ୧୯୫୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବାପା/ବୋଉ | ଅଭିମନ୍ୟୁ ପାଣିଗ୍ରାହୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅଶୋକ କୁମାର ପାଣିଗ୍ରାହୀ (ଜନ୍ମ: ୧୫ ମାର୍ଚ୍ଚ ୧୯୫୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]
ଅଶୋକ କୁମାର ପାଣିଗ୍ରାହୀ ୧୯୫୭ ମସିହାର ମାର୍ଚ୍ଚ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅଭିମନ୍ୟୁ ପାଣିଗ୍ରାହୀ ।[୧]
ରାଜନୈତିକ ଜୀବନ[ସମ୍ପାଦନା]
ଅଶୋକ କୁମାର ପାଣିଗ୍ରାହୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର[ସମ୍ପାଦନା]
- ↑ ୧.୦ ୧.୧ "Shri Ashok Kumar Panigrahi". odishaassembly.nic.in. Odisha Assembly. Retrieved 20 July 2021.