ଆଦିତ୍ୟ ମାଢ଼ୀ

ଉଇକିପିଡ଼ିଆ‌ରୁ
ଆଦିତ୍ୟ ମାଢ଼ୀ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀମାନସ ମାଡକାମୀ
ନିର୍ବାଚନ ମଣ୍ଡଳୀମାଲକାନଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1974-07-22) ୨୨ ଜୁଲାଇ ୧୯୭୪ (ବୟସ ୪୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀନନ୍ଦିନୀ ମାଢ଼ୀ
ସନ୍ତାନ
ବାପା/ବୋଉପଦ୍ମ ଚରଣ ମାଢ଼ୀ (ବାପା)
ବୃତ୍ତିରାଜନୀତିଜ୍ଞ

ଆଦିତ୍ୟ ମାଢ଼ୀ (ଜନ୍ମ: ୨୨ ଜୁଲାଇ ୧୯୭୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଆଦିତ୍ୟ ମାଢ଼ୀ ୧୯୭୪ ମସିହାର ଜୁଲାଇ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପଦ୍ମ ଚରଣ ମାଢ଼ୀ ଓ ପତ୍ନୀଙ୍କ ନାମ ନନ୍ଦିନୀ ମାଢ଼ୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଆଦିତ୍ୟ ମାଢ଼ୀ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Aditya Madhi". odishaassembly.nic.in. Odisha Assembly. Retrieved 15 April 2022.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Aditya Madhi-ସମ୍ପର୍କିତ ମିଡ଼ିଆ