ଆମ ଭିତରେ କିଛି ଅଛି

ଉଇକିପିଡ଼ିଆ ରୁ
Jump to navigation Jump to search
ଆମ ଭିତରେ କିଛି ଅଛି
ନିର୍ଦ୍ଦେଶକସୁଶାନ୍ତ ମଣି
ପ୍ରଯୋଜକସିତାରାମ ଅଗ୍ରୱାଲ
ଚିତ୍ରନାଟ୍ୟଦେବୀଦତ୍ତ ମହାନ୍ତି
କାହାଣୀବିଜୟ ମିଶ୍ର
କଳାକାରଅନୁଭବ ମହାନ୍ତି, ବର୍ଷା ପ୍ରିୟଦର୍ଶିନୀ, ଅଜିତ ଦାସ, ଅନିତା ଦାସ
ସଙ୍ଗୀତବିକାଶ ଦାସ
ସମ୍ପାଦକସୁଶାନ୍ତ ମଣି
ମୁକ୍ତିଲାଭ ତାରିଖ
୧୩ ଜୁନ ୨୦୧୦
ଦେଶ ଭାରତ
ଭାଷାଓଡ଼ିଆ

ସୁଶାନ୍ତ ମଣିଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆଚଳଚ୍ଚିତ୍ର ଆମ ଭିତରେ କିଛି ଅଛି [୧] ୨୦୧୦ ମସିହାରେ ମୁକ୍ତିଲାଭ କରିଥିଲା ।

ଅଭିନୟରେ[ସମ୍ପାଦନା]

ଓଡ଼ିଆଚଳଚ୍ଚିତ୍ର ‘ଆମ ଭିତରେ କିଛି ଅଛି’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:

ଦ୍ରଷ୍ଟବ୍ୟ[ସମ୍ପାଦନା]

  1. ଆମ ଭିତରେ କିଛି ଅଛି ଇଣ୍ଟରନେଟ ମୁଭି ଡାଟାବେସରେ
  2. "ଏ ବର୍ଷ ଗୋଟିଏ ସିନେମାରେ ବର୍ଷା ପ୍ରିୟଦର୍ଶିନୀ | Sambad". Sambad. 15 October 2017. Archived from the original on 2 September 2018. Retrieved 2 September 2018.
  3. "ଏହି ଅଧୁରା ସ୍ୱପ୍ନ ଛାଡି ଚାଲିଗଲେ ଅନୀତା ଦାସ". sambad.in. 12 May 2018. Retrieved 6 June 2018.