ଇଶ୍ୱର ନାଏକ

ଉଇକିପିଡ଼ିଆ ରୁ
Jump to navigation Jump to search
ଇଶ୍ୱର ନାଏକ
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
ଅଫିସରେ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀଆସ୍କା-ସୁରୁଡ଼
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୨୧ ଜାନୁଆରୀ ୨୦୦୪
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ
ଧର୍ମହିନ୍ଦୁ

ଇଶ୍ୱର ନାଏକ (ମୃତ୍ୟୁ: ୨୧ ଜାନୁଆରୀ ୨୦୦୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଇଶ୍ୱର ଭାରତ ସ୍ୱାଧୀନ ହେବା ଆଗରୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆସ୍କା-ସୁରୁଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଇଶ୍ୱର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନତା ପୂର୍ବରୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ଇଶ୍ୱର ନାଏକ ୨୦୦୪ ମସିହାର ଜାନୁଆରୀ ମାସ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Iswar Naik". odishaassembly.nic.in. Odisha Assembly. Retrieved 24 August 2019.