ଇଶ୍ୱର ନାଏକ

ଉଇକିପିଡ଼ିଆ‌ରୁ
ଇଶ୍ୱର ନାଏକ
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀଆସ୍କା-ସୁରୁଡ଼
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୨୧ ଜାନୁଆରୀ ୨୦୦୪
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ଇଶ୍ୱର ନାଏକ (ମୃତ୍ୟୁ: ୨୧ ଜାନୁଆରୀ ୨୦୦୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଭାରତ ସ୍ୱାଧୀନ ହେବା ଆଗରୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆସ୍କା-ସୁରୁଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଇଶ୍ୱର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନତା ପୂର୍ବରୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ[ସମ୍ପାଦନା]

ଇଶ୍ୱର ନାଏକ ୨୦୦୪ ମସିହାର ଜାନୁଆରୀ ମାସ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Iswar Naik". odishaassembly.nic.in. Odisha Assembly. Retrieved 24 August 2019.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୭. ISBN 978-81-89436-54-4. Retrieved 22 December 2023.{{cite book}}: CS1 maint: unrecognized language (link)