ଉଇକିପିଡ଼ିଆ:ମାସର ବଛା ଲେଖା

ଉଇକିପିଡ଼ିଆ‌ରୁ
ମଇ ମାସର ବଛାଲେଖା

ଜ୍ୟୈଷ୍ଠ ଶୁକ୍ଳ ପଞ୍ଚମୀ ତିଥିରେ ମା' ପାର୍ବତୀ ଓ ଶିବ ଶଙ୍କରଙ୍କର ବିବାହ ଉତ୍ସବ ଏବଂ ତା’ପରଦିନ ଶୀତଳଷଷ୍ଠୀ ଯାତ୍ରା ପାଳନ କରାଯାଏ । କିଛି ଭକ୍ତ ମା’ ପାର୍ବତୀଙ୍କ ମା’ ବାପା ହୁଅନ୍ତି ଓ ଆଉ କିଛି ଭକ୍ତ ପ୍ରଭୁ ଶଙ୍କରଙ୍କର ହୋଇ ଉଭୟଙ୍କର ବିବାହକାର୍ଯ୍ୟ ସମାପନ କରନ୍ତି । ସାଧାରଣ ବାହାଘର ପରି ପାରମ୍ପରିକ ରୀତିରେ ପ୍ରଭୁ ଶଙ୍କରଙ୍କୁ ବରଯାତ୍ରୀଙ୍କ ସହିତ ବଡ଼ ଧୂମ୍​ଧାମ୍​ରେ ମା’ ପାର୍ବତୀଙ୍କ ଘରକୁ ନେଇ ବୈଦିକ ରୀତିରେ ବିବାହ କରାଯାଏ । ରଙ୍ଗବେରଙ୍ଗ ଚିତ୍ରରେ ସୁଶୋଭିତ ରଥରେ ଶିବ ଓ ମା’ ପାର୍ବତୀଙ୍କୁ ଅଣାଯାଏ । ମଧ୍ୟରାତ୍ରୀରୁ ଏଇ ପଟୁଆର ଆରମ୍ଭ ହୋଇ ପରଦିନ ଦ୍ୱିପ୍ରହର ବେଳକୁ ଶିବପାର୍ବତୀଙ୍କ ପୂଜାରେ ଶେଷହୁଏ । ଲୋକନାଥ ମନ୍ଦିର, ଲିଙ୍ଗରାଜ ମନ୍ଦିର ଓ ସମ୍ବଲପୁର ସହରର ଶିବ ମନ୍ଦିରମାନଙ୍କରେ ଏହା ବହୁ ଜାକଜମକରେ ପାଳନ କରାଯାଏ ।

ପୁରା ପଢନ୍ତୁ...

ଏଇଟି ଗତବର୍ଷ ପୁରୁଣା ବଛା ଲେଖା, ନୁଆ ତିଆରି କରନ୍ତୁ


ଆଗାମୀ ମାସର ବଛା ଲେଖା ଅନୁରୋଧ[ସମ୍ପାଦନା]

ଓଡ଼ିଆ ଉଇକିପିଡ଼ିଆର କୌଣସି ପ୍ରସଙ୍ଗକୁ ଆସନ୍ତା ଏକ ମାସର ବଛାଲେଖା ଭାବେ ପ୍ରଧାନ ପୃଷ୍ଠାରେ ସ୍ଥାନିତ କରିବାକୁ ଚାହୁଁଥିଲେ, ତଳେ ଥିବା ତାଲିକାରେ ସେହି ମାସ ନିମନ୍ତେ ନିଜ ମନୋନୀତ ପ୍ରସଙ୍ଗଟିର ନାମ ଲେଖନ୍ତୁ ।

ମାସର ବଛା ଲେଖା ଅନୁରୋଧ, ୨୦୧୬[ସମ୍ପାଦନା]

ଜାନୁଆରୀ ପାଇଁ ମନୋନୟନ[ସମ୍ପାଦନା]

ପ୍ରସଙ୍ଗର ନାମ:

ଫେବୃଆରୀ ପାଇଁ ମନୋନୟନ[ସମ୍ପାଦନା]

ପ୍ରସଙ୍ଗର ନାମ: ହ୍ଵାଟ୍ସଅପ୍ --T3knikalteenager (ମୋ ଆଲୋଚନା) ୦୭:୦୮, ୨ ଫେବୃଆରୀ ୨୦୧୬ (IST)[reply]

☒N ବିଳମ୍ବ ମନୋନୟନ ଯୋଗୁଁ ସମ୍ଭବ ନୁହେଁ ।--ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୯:୫୭, ୨୩ ମାର୍ଚ୍ଚ ୨୦୧୬ (IST)[reply]

ପ୍ରସଙ୍ଗର ନାମ: ଗାନ୍ଧୀ ତିରୋଧାନ--Aliva Sahoo ୨୩:୫୨, ୨ ଫେବୃଆରୀ ୨୦୧୬ (IST)

☒N ବିଳମ୍ବ ମନୋନୟନ ଯୋଗୁଁ ସମ୍ଭବ ନୁହେଁ ।--ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୯:୫୭, ୨୩ ମାର୍ଚ୍ଚ ୨୦୧୬ (IST)[reply]

ମାର୍ଚ୍ଚ ପାଇଁ ମନୋନୟନ[ସମ୍ପାଦନା]

ପ୍ରସଙ୍ଗର ନାମ: ଦୋଳପର୍ବ

☒N ବିଳମ୍ବ ମନୋନୟନ ଯୋଗୁଁ ସମ୍ଭବ ନୁହେଁ ।--ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୯:୫୭, ୨୩ ମାର୍ଚ୍ଚ ୨୦୧୬ (IST)[reply]

ଅପ୍ରେଲ ପାଇଁ ମନୋନୟନ[ସମ୍ପାଦନା]

ପ୍ରସଙ୍ଗର ନାମ: ଓଡ଼ିଶା ବିଷୟଟି କାରଣ ଅପ୍ରେଲ ମାସରେ ଓଡ଼ିଶା ଦିବସ ପାଳନ କରାଯାଏ - ମୋର ମନୋନୀତ ବଛା ଲେଖା । -Pmsarangi (ମୋ ଆଲୋଚନା) ୧୪:୦୯, ୨୩ ମାର୍ଚ୍ଚ ୨୦୧୬ (IST)[reply]

Rajalaxmi Mishra ପ୍ରସଙ୍ଗଟିକୁ ଆର ମାସକୁ ରଖିଲେ ଭଲ ହେବ ।--Jnanaranjan Sahu (ଜ୍ଞାନ) ମୋତେ କିଛି କହିବେ ୦୧:୫୩, ୨୮ ମାର୍ଚ୍ଚ ୨୦୧୬ (IST)[reply]
ରାଜଲକ୍ଷ୍ମୀ, ଜ୍ଞାନ ଭାଇଙ୍କ ସହ ସହମତ, ମଇ ମାସର ବଛାଲେଖା ପାଇଁ ସମର୍ଥନ, ଏମିତିରେ ବି ପ୍ରସଙ୍ଗର କିଛି ଭାଗଲେଖା ବାକି ଅଛି ପରି ଲାଗୁଛି, ସେତେବେଳକୁ ସରିଯାଇଥିବ । --ଆଦିତ୍ୟ ମହାର (ଆଲୋଚନା) ୧୦:୪୯, ୨୮ ମାର୍ଚ୍ଚ ୨୦୧୬ (IST)[reply]
ଠିକ୍ ଅଛି। No problem। --Rajalaxmi Mishra (ମୋ ଆଲୋଚନା) ୧୨:୩୫, ୨୮ ମାର୍ଚ୍ଚ ୨୦୧୬ (IST)[reply]
 ସମର୍ଥନ, ୟା ପର ମାସରେ ଆନି ବେସାନ୍ତ ରଖିଲେ ଭଲ ହେବ ।--Jnanaranjan Sahu (ଜ୍ଞାନ) ମୋତେ କିଛି କହିବେ ୦୧:୪୯, ୨୮ ମାର୍ଚ୍ଚ ୨୦୧୬ (IST)[reply]
 ସମର୍ଥନ --ଆଦିତ୍ୟ ମହାର (ଆଲୋଚନା) ୧୦:୪୯, ୨୮ ମାର୍ଚ୍ଚ ୨୦୧୬ (IST)[reply]

ମଇ ପାଇଁ ମନୋନୟନ[ସମ୍ପାଦନା]

ପ୍ରସଙ୍ଗର ନାମ:ଓଡ଼ିଆ ନୂଆବର୍ଷ ବା ପଣା ସଂକ୍ରାନ୍ତି ଅଥବା ହନୁମାନ ଜୟନ୍ତୀ - ମୋର ମନୋନୀତ ବଛା ଲେଖା । --Pmsarangi (ମୋ ଆଲୋଚନା) ୧୪:୧୮, ୨୩ ମାର୍ଚ୍ଚ ୨୦୧୬ (IST)[reply]

ଜୁନ ପାଇଁ ମନୋନୟନ[ସମ୍ପାଦନା]

ପ୍ରସଙ୍ଗର ନାମ: ଅଟାରୀ--Adyasha1994 (ମୋ ଆଲୋଚନା)

:☒N ବଛା ଲେଖା ନିମନ୍ତେ ଉପଯୁକ୍ତ ମାନର ପ୍ରସଙ୍ଗ ନୁହେଁ ।--ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୦:୪୫, ୧ ଜୁନ ୨୦୧୬ (IST)[reply]

ଜୁଲାଇ ପାଇଁ ମନୋନୟନ[ସମ୍ପାଦନା]

ପ୍ରସଙ୍ଗର ନାମ:ବନ୍ଧୁତା--Abha S Pradhan (ମୋ ଆଲୋଚନା) ୦୩:୨୫, ୨୮ ମଇ ୨୦୧୬ (IST)[reply]

ଅଗଷ୍ଟ ପାଇଁ ମନୋନୟନ[ସମ୍ପାଦନା]

ପ୍ରସଙ୍ଗର ନାମ:ସରବଜିତ ସିଂ--Subharajit Jena (ମୋ ଆଲୋଚନା)

ସେପ୍ଟେମ୍ବର ପାଇଁ ମନୋନୟନ[ସମ୍ପାଦନା]

ଅକ୍ଟୋବର ପାଇଁ ମନୋନୟନ[ସମ୍ପାଦନା]

ପ୍ରସଙ୍ଗର ନାମ:

ନଭେମ୍ବର ପାଇଁ ମନୋନୟନ[ସମ୍ପାଦନା]

ପ୍ରସଙ୍ଗର ନାମ:

ଡିସେମ୍ବର ପାଇଁ ମନୋନୟନ[ସମ୍ପାଦନା]

ପ୍ରସଙ୍ଗର ନାମ: