ଉଇକିପିଡ଼ିଆ:କର୍ମଶାଳା/କଟକ/୬
20°27′31″N 85°52′01″E / 20.45858°N 85.866888°E
୮ମ ଉଇକି ମେଳଣ ଘୋଷଣା କରାଗଲା
୧୦.୦୦ ସକାଳ. ୬ ଡିସେମ୍ବର ୨୦୧୫, ରବିବାର
ଏହି ଉଇକିପିଡ଼ିଆ ମେଳଣଟି ଉଇକିଆଳି(ସମ୍ପାଦକ ଓ ବ୍ୟବହାରକାରୀ)ମାନଙ୍କର ଏକ ମାସିକ ମେଳଣ ଯାହା ସାଧାରଣ ଲୋକଙ୍କୁ ଉଇକିପିଡ଼ିଆ ଓ ଉଇକିମିଡ଼ିଆ ବାବଦରେ ଆଲୋଚନା, ଜନସଚେତନତା ଓ ଏହା ସପକ୍ଷରେ ଯୁକ୍ତିକରିବା ନିମନ୍ତେ କରାଯାଇଥାଏ ।
ମେଳଣ ଆଗରୁ କିଛି ଆଲୋଚନା ଆଲୋଚନା ପୃଷ୍ଠା କରିବାକୁ ଅନୁରୋଧ ।
ତାରିଖ: : ରବିବାର, ୨୦୧୨-ଅପ୍ରେଲ-୨୨ ସକାଳ ୧୦:୦୦ ଟା IST
ସ୍ଥାନ :
ଇମେଜ ଇନଷ୍ଟିଚ୍ୟୁଟ ଅଫ ଟେକନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ
ଆଇ ଆଇ ଟି ଏମ କ୍ୟାମ୍ପସ,
ଉପର ତେଲେଙ୍ଗା ବଜାର (ନଈ ପାଖ),
ପୁରୀଘାଟ ପୋଲିସ ଥାନା ପାଖ,
କଟକ-୭୫୩ ୦୦୨, ଓଡ଼ିଶା, ଭାରତ
Date: : Sunday, 2012-April-22 10:00 AM IST
Venue:
Image Institute of Technology & Management
IITM Campus,
Upper Telenga Bazar(River Side),
Near Purighat Police Station,
Cuttack-753 002, Odisha, India
ଉଇକିପିଡ଼ିଆ ବାବଦରେ ଜାଣିବାକୁ ଚାହୁଁଥିବା କେହି ବି (ବ୍ୟବହାରକାରୀ, ସମ୍ପାଦକ/ଦାତା ବା ଜାଣିବାକୁ ଇଛୁକ) ଯେ କଟକ ବା ପାଖାଆଖ ସ୍ଥାନରେ ରହୁଛନ୍ତି ଏଠାକୁ ଆସି ଏହି ମେଳଣରେ ଯୋଗଦାନ କରିପାରିବେ ।ଆହୁରି ମଧ୍ୟ ଆମେ ନୂଆମାନଙ୍କୁ ଏଠାକୁ ଆସିବାକୁ ନିବେଦନ କରୁଛୁ ଯାହା ସେମାନଙ୍କୁ ପଟୁ ଉଇକିଆଳିଙ୍କ ସହ ଯୋଗ ଦେବାରେ ସହଯୋଗ କରିବ । ଯଦି ଆପଣ ଏଥିରେ ଯୋଗ ଦେବା ନିମନ୍ତେ ଇଛୁକ ତେବେ ତଳେ ଆପଣା ନାମ ଲେଖାନ୍ତୁ ।
- ଉଇକିପିଡ଼ିଆ ବାବଦରେ ଆଲୋଚନା/ Introducing Wikipedia
- ଓଡ଼ିଆ ଉଇକିପିଡ଼ିଆର ଏବେକାର ସ୍ଥିତି/ Current status of Odia Wikipedia
- ଉଇକିପ୍ରକଳ୍ପ/ WikiProjects
- ଉଇକି ପତ୍ରିକା ବାବଦରେ କିଛି ଜାଣିବା କଥା/ Update about Wiki Patrika
- ଉଇକିମିଡ଼ିଆର ଅନ୍ୟ ପ୍ରକଳ୍ପମାନ (ଓଡ଼ିଆ ଉଇକିଅଭିଧାନ, ଓଡ଼ିଆ ଉଇକିକଥା, ଆଦି)/Sister projects (Odia Wiktionary, Odia WikiQuote & future projects)
- ସବୁଯାକ ପ୍ରକଳ୍ପର ଅଧୁନାତନ ସ୍ଥିତି ଓ ଭବିଷ୍ୟତର ପ୍ରକଳ୍ପ/ General status of overall projects and future initiatives
- ସମ୍ପାଦନା କାଳରେ ଉପୁଜୁଥିବା ଅସୁବିଧାର ସମାଧାନ/ Solving problems faced by participants while editing
ଯଦି ଆପଣଙ୍କର ଉଇଜର ନାଆଁଟିଏ ଅଛି ତେବେ କେବଳ " # ~~~ " ଲେଖିଦିଅନ୍ତୁ, ଇଉଜର ନାଆଁ ନଥିଲେ" # ଆପଣଙ୍କ ନାଆଁ" ଲେଖିଦିଅନ୍ତୁ । Add your name as " # ~~~ " if you have an username or else add " # Name"
ନାଆଁ ଲେଖାଇଥିଲେ (Signed up)
[ସମ୍ପାଦନା]
ଶୁଭେଚ୍ଛା (Best wishes)
[ସମ୍ପାଦନା]- ଏହିସବୁ କଥାର ତାଜାଖବର ଫେସବୁକରେ/ Find the updates in facebook at ଫେସବୁକରେ ତାଜା ଖବର
- Tweet with #WPMCTC7 twitter hashtag ଟୁଇଟରରେ ଏହି କରମଶାଳାର କଥାସବୁ ଖୋଜନ୍ତୁ (Search in Twitter for all the updates)
ଫଟସବୁ ଉଇକି କମନସ ରେ ବିଭାଗ ସହ ରଖନ୍ତୁ (Please upload to commons and add category) Commons:Category:Cuttack Odia Workshop 2012April21