Jump to content

ଉଇକିପିଡ଼ିଆ:ନବକଳେବର ଗଣସମ୍ପାଦନା ୨୦୧୫/ଅନୁରୋଧ

ଉଇକିପିଡ଼ିଆ‌ରୁ

ନବକଳେବର ଏଇ ମାତ୍ର ସରିଛି ଆଉ ସବୁରି ମନରୁ ସେ ଅଗୁରୁ-ଚୁଆର ମହକ ଏ ଯାଏ ଅଛି । ଆମେ ସେ ମହକକୁ ଆଉ ସଭିଙ୍କ ପାଖେ ପହଞ୍ଚାଇବା ପାଇଁ ଏକ ମାସକାଳୀନ ଗଣସମ୍ପାଦନା ଆରମ୍ଭ କରିଛୁ । ଆପଣ ଏଥିରେ ଭାଗ ନେଇପାରିବେ, ଜଗନ୍ନାଥ ଚଳଣି ସମ୍ବନ୍ଧରେ ଅନେକ ପ୍ରସଙ୍ଗରେ ଭାଗ ନେଇ ଲେଖିପାରିବେ ଓ ସମ୍ପାଦନା କରିପାରିବେ ।
ଭାଗ ନିଅନ୍ତୁ! ପ୍ରସଙ୍ଗ ତାଲିକା କିପରି ଲେଖିବେ ଶିଖିବାକୁ ଚାହାନ୍ତି?