ଉଇକିପିଡ଼ିଆ:ମାସର ବଛା ଲେଖା/ଅକ୍ଟୋବର ୨୦୧୭

ଉଇକିପିଡ଼ିଆ‌ରୁ

ବ୍ରହ୍ମେଶ୍ଵର_ମନ୍ଦିର

ବ୍ରହମେଶ୍ଵର ମନ୍ଦିର, ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ସହର ଭୁବନେଶ୍ୱରଠାରେ ରହିଥିବା ଏକ ୯ମ ଶତାବ୍ଦୀ ଶେଷାର୍ଦ୍ଧରେ ନିର୍ମିତ ଶିବ ମନ୍ଦିର । ଏହି ମନ୍ଦିର ଅଭ୍ୟନ୍ତରରେ ସୁନ୍ଦର ପ୍ରସ୍ତର ଖୋଦନ ବିରଳ କଳା ଦେଖିବାକୁ ମିଳେ । ମନ୍ଦିରରେ ଖୋଦିତ ହେଇଥିବା ସିଲାଲେଖଦ୍ଵାରା ଏହି ମନ୍ଦିରର ନିର୍ମାଣ କାଳ ବିଷୟରେ ସଠିକ ସୂଚନା ମିଳୁଥିଲା । ତେବେ ବର୍ତମାନ ତାହା ଅବଲୁପ୍ତ ଅବସ୍ଥାରେ ରହିଛି । ତେବେ ୧୦୫୮ ମସିହାର ଲେଖାକୁ ସଂରକ୍ଷିତ ଭାବରେ ରକ୍ଷା ଯାଇଛି । ସେହି ଲେଖାନୁସାରେ ସୋମବଂଶୀ ରାଜା ଉଦ୍ୟୋତକେଶରୀଙ୍କ ଶାସନର ୧୮ ତମ ବର୍ଷରେ ତାଙ୍କ ମାତା କୋଳାବତୀ ଦେବୀଙ୍କଦ୍ଵାରା ଏହା ନିର୍ମିତ ହେଇଥିବାର ଜଣା ଯାଇଥାଏ , ଯାହା ୧୦୫୮ ମସିହା ଥିଲା ।...


ପୁରା ପଢନ୍ତୁ...