ଉଇକିପିଡ଼ିଆ:ମାସର ବଛା ଲେଖା/ଡିସେମ୍ବର ୨୦୧୭

ଉଇକିପିଡ଼ିଆ‌ରୁ

ଉପେନ୍ଦ୍ର ଭଞ୍ଜ

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।


ପୁରା ପଢନ୍ତୁ...