Jump to content

ଉଇକିପିଡ଼ିଆ:ମାସର ବଛା ଲେଖା/୨୦୨୫

ଉଇକିପିଡ଼ିଆ‌ରୁ

ଜାନୁଆରୀ ୨୦୨୫
The featured article for this month has not yet been chosen.
You can make new requests or comment on current requests at ଉଇକିପିଡ଼ିଆ:ମାସର ବଛା ଲେଖା/ଅନୁରୋଧ. See ଉଇକିପିଡ଼ିଆ:ମାସର ବଛା ଲେଖା for full guidelines.

ଫେବୃଆରୀ ୨୦୨୫

ଭାରତୀୟ ସମ୍ବିଧାନର ପ୍ରସ୍ତାବନା

ଭାରତୀୟ ସମ୍ବିଧାନ ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ । ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରିଥାଏ, ଲୋକଙ୍କଦ୍ୱାରା ସ୍ୱୀକୃତିପ୍ରାପ୍ତ ଏବଂ ତାହା ଏହାର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।

ପୂରା ପଢନ୍ତୁ...

ମାର୍ଚ୍ଚ ୨୦୨୫

ଅପ୍ରେଲ ୨୦୨୫

ମଇ ୨୦୨୫

ଜୁନ ୨୦୨୫

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।

ପୁରା ପଢନ୍ତୁ...

ଜୁଲାଇ ୨୦୨୫
The featured article for this month has not yet been chosen.
You can make new requests or comment on current requests at ଉଇକିପିଡ଼ିଆ:ମାସର ବଛା ଲେଖା/ଅନୁରୋଧ. See ଉଇକିପିଡ଼ିଆ:ମାସର ବଛା ଲେଖା for full guidelines.

ଅଗଷ୍ଟ ୨୦୨୫

ସେପ୍ଟେମ୍ବର ୨୦୨୫

ଅକ୍ଟୋବର ୨୦୨୫

ନଭେମ୍ବର ୨୦୨୫

ଡିସେମ୍ବର ୨୦୨୫