ଉତ୍କଳ କେଶରୀ ପରିଡ଼ା
Appearance
ଉତ୍କଳ କେଶରୀ ପରିଡ଼ା | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ବେଦ ପ୍ରକାଶ ଅଗ୍ରୱାଲା |
ପର ଅଧିକାରୀ | ସିପ୍ରା ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | କେନ୍ଦ୍ରାପଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୪ ଜାନୁଆରୀ ୧୯୬୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଓଡ଼ିଶା ଗଣ ପରିଷଦ |
ଜୀବନ ସାଥୀ | ରଶ୍ନାମୟୀ ପରିଡ଼ା |
ବାପା/ବୋଉ | ଘନଶ୍ୟାମ ପରିଡ଼ା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଉତ୍କଳ କେଶରୀ ପରିଡ଼ା (ଜନ୍ମ: ୨୪ ଜାନୁଆରୀ ୧୯୬୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଓଡ଼ିଶା ଗଣ ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଉତ୍କଳ କେଶରୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପରିବାର ଓ ଶିକ୍ଷା
[ସମ୍ପାଦନା]ଉତ୍କଳ କେଶରୀ ପରିଡ଼ା ୧୯୬୧ ମସିହାର ଜାନୁଆରୀ ମାସ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଘନଶ୍ୟାମ ପରିଡ଼ା ଏବଂ ପତ୍ନୀଙ୍କ ନାମ ରଶ୍ନାମୟୀ ପରିଡ଼ା ।[୧] ଉତ୍କଳ କେଶରୀଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଉତ୍କଳ କେଶରୀ ପରିଡ଼ା ଓଡ଼ିଶା ରାଜନୀତିରେ ଓଡ଼ିଶା ଗଣ ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Utkal Keshari Parida". odishaassembly.nic.in. Odisha Assembly. Retrieved 28 December 2019.