ଉଦୟନାଥ ନାୟକ

ଉଇକିପିଡ଼ିଆ‌ରୁ
ଉଦୟନାଥ ନାୟକ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀହରିହର ସାହୁ
ପର ଅଧିକାରୀନବୀନ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀହିଞ୍ଜିଳି
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀବୃନ୍ଦାବନ ନାୟକ
ପର ଅଧିକାରୀହରିହର ସାହୁ
ନିର୍ବାଚନ ମଣ୍ଡଳୀହିଞ୍ଜିଳି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1949-12-10) ୧୦ ଡିସେମ୍ବର ୧୯୪୯ (ବୟସ ୭୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଇନ୍ଦିରା ନାୟକ
ବାପା/ବୋଉବୃନ୍ଦାବନ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଉଦୟନାଥ ନାୟକ (ଜନ୍ମ: ୧୦ ଡିସେମ୍ବର ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୮୫ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ହିଞ୍ଜିଳି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଉଦୟନାଥ ନାୟକ ୧୯୪୯ ମସିହାର ଡିସେମ୍ବର ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୃନ୍ଦାବନ ନାୟକ ଓ ପତ୍ନୀଙ୍କ ନାମ ଇନ୍ଦିରା ନାୟକ ।[୧] ତାଙ୍କ ବାପା ମଧ୍ୟ ଜଣେ ରାଜନେତା ଥିଲା, ଯିଏକ ଓଡ଼ିଶା ବିଧାନ ସଭାକୁ ୮ ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ[ସମ୍ପାଦନା]

ଉଦୟ ନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Udayanath Nayak". odishaassembly.nic.in. Odisha Assembly. Retrieved 20 February 2021.