ଉମାକାନ୍ତ ମିଶ୍ର

ଉଇକିପିଡ଼ିଆ ରୁ
Jump to navigation Jump to search
ଉମାକାନ୍ତ ମିଶ୍ର
Umakanta Mishra.jpg
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
In office
୧୯୮୫ – ୧୯୯୦
ପୂର୍ବ ଅଧିକାରୀସୋମନାଥ ରଥ
ପର ଅଧିକାରୀରାମକୃଷ୍ଣ ଗୌଡ଼
ନିର୍ବାଚନ ମଣ୍ଡଳୀଭଞ୍ଜନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1939-07-14) ୧୪ ଜୁଲାଇ ୧୯୩୯ (ବୟସ ୮୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀବିଜୟ ଲକ୍ଷ୍ମୀ ମିଶ୍ର
ବାପା/ମା'ଜଗନ୍ନାଥ ମିଶ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଉମାକାନ୍ତ ମିଶ୍ର (ଜନ୍ମ: ୧୪ ଜୁଲାଇ ୧୯୩୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଞ୍ଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଉମାକାନ୍ତ ୧୯୩୯ ମସିହାର ଜୁଲାଇ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ମିଶ୍ର ଓ ପତ୍ନୀଙ୍କ ନାମ ବିଜୟ ଲକ୍ଷ୍ମୀ ମିଶ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଉମାକାନ୍ତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Umakanta Mishra". odishaassembly.nic.in. Odisha Assembly. Retrieved 3 February 2021.