ଉମା ବଲ୍ଲଭ ରଥ
Appearance
ଉମା ବଲ୍ଲଭ ରଥ | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା (ଉପ) | |
କାର୍ଯ୍ୟକାଳ ୧୬ ନଭେମ୍ବର ୧୯୯୧ – ୧୯୯୫ | |
ପୂର୍ବ ଅଧିକାରୀ | ବ୍ରଜ କିଶୋର ତ୍ରିପାଠୀ |
ପର ଅଧିକାରୀ | ମହେଶ୍ୱର ମହାନ୍ତି |
ନିର୍ବାଚନ ମଣ୍ଡଳୀ | ପୁରୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୪ ଫେବୃଆରୀ ୧୯୬୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ବାପା/ବୋଉ | ସଚ୍ଚିଦାନନ୍ଦ ରଥ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଉମା ବଲ୍ଲଭ ରଥ (ଜନ୍ମ: ୪ ଫେବୃଆରୀ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୧ ମସିହାରେ ହୋଇଥିବା ଉପ-ନିର୍ବାଚନରେ ସେ ପୁରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଉମା ବଲ୍ଲଭ ରଥ ୧୯୬୩ ମସିହାର ଫେବୃଆରୀ ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଚ୍ଚିଦାନନ୍ଦ ରଥ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଉମା ବଲ୍ଲଭ ରଥ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Uma Ballav Rath". odishaassembly.nic.in. Odisha Assembly. Retrieved 30 August 2022.