ଏନ. ରାମଶସେୟା
Appearance
ଏନ. ରାମଶସେୟା | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୩୧ ମଇ ୧୯୬୯ | |
ପୂର୍ବ ଅଧିକାରୀ | ରଘୁନାଥ ପଟ୍ଟନାୟକ |
ପର ଅଧିକାରୀ | ପ୍ରତାପ ନାରାୟଣ ସିଂହ ଦେଓ |
ନିର୍ବାଚନ ମଣ୍ଡଳୀ | ଜୟପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୯ ଅକ୍ଟୋବର ୧୮୯୭ |
ମୃତ୍ୟୁ | ୩୧ ମଇ ୧୯୬୯ | (ବୟସ ୭୧)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ପୁନ୍ନମ୍ମା ଦେବୀ |
ବାପା/ବୋଉ | ଉଦ୍ଦାନନ୍ଦ ରମୈୟା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଏନ. ରାମଶସେୟା (୨୯ ଅକ୍ଟୋବର ୧୮୯୭ - ୩୧ ମଇ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜୟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଏନ. ରାମଶସେୟା ୧୮୯୭ ମସିହାର ଅକ୍ଟୋବର ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଉଦ୍ଦାନନ୍ଦ ରମୈୟା ଓ ପତ୍ନୀଙ୍କ ନାମ ପୁନ୍ନମ୍ମା ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଏନ. ରାମଶସେୟା ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଏନ. ରାମଶସେୟା ୧୯୬୯ ମସିହାର ମଇ ୨୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Ramseshaiah N." odishaassembly.nic.in. Odisha Assembly. Retrieved 23 March 2022.