ଓମ'ଙ୍କ ନିୟମ

ଉଇକିପିଡ଼ିଆ‌ରୁ
V, I, and R, the parameters of Ohm's law.

ଓମ୍‌ଙ୍କ ନିୟମ ଅନୁସାରେ, ଏକ ନିର୍ଦ୍ଧିଷ୍ଟ ତାପମାତ୍ରାରେ, ପରିବାହୀରେ ପ୍ରବାହିତ ବିଦ୍ୟୁତ୍ ସ୍ରୋତ ପରିବାହୀର ଦୁଇ ପ୍ରାନ୍ତରେ ଥିବା ବିଦ୍ୟୁତ୍ ବିଭାବାନ୍ତର ସହ ସମାନୁପାତିପ୍ରତିରୋଧ ଏଠାରେ ଏକ ସମାନୁପାତିକ ସ୍ଥିରାଙ୍କ ।[୧] ଏହାକୁ ଗାଣିତିକ ଉପାୟରେ ଲେଖାଯାଇପାରିବ ଯେ: [୨]

ଏଠାରେ I ହେଉଛି ପରିବାହୀରେ ପ୍ରବାହିତ ବିଦ୍ୟୁତ ସ୍ରୋତ (ଆମ୍ପିଅର ଏକକରେ), V ହେଉଛି ପରିବାହୀର ଦୁଇ ପ୍ରାନ୍ତରେ ଥିବା ବିଦ୍ୟୁତ ବିଭବରେ ପାର୍ଥକ୍ୟ (ଭୋଲ୍‌ଟ ଏକକରେ) ଓ R ହେଉଛି ଏହି ପରିବାହୀର ବିଦ୍ୟୁତ ପ୍ରତିରୋଧ (ଓମ୍ ଏକକରେ) ।

ଏହି ନିୟମଟି ଜର୍ମାନ ଗଣିତଜ୍ଞ ଜର୍ଜ୍ ଓମ୍‌ଙ୍କ ନାମ ଅନୁସାରେ ନାମିତ ହୋଇଛି ।

ଇତିହାସ[ସମ୍ପାଦନା]

ବ୍ୟାଖ୍ୟା[ସମ୍ପାଦନା]

ତାପମାତ୍ରାର ପ୍ରଭାବ[ସମ୍ପାଦନା]

ଆଧାର[ସମ୍ପାଦନା]

  1. Consoliver, Earl L., and Mitchell, Grover I. (1920). Automotive ignition systems. McGraw-Hill. p. 4.{{cite book}}: CS1 maint: multiple names: authors list (link)
  2. Robert A. Millikan and E. S. Bishop (1917). Elements of Electricity. American Technical Society. p. 54.

ଅଧିକ ତଥ୍ୟ[ସମ୍ପାଦନା]

  • John C. Shedd and Mayo D. Hershey,"The History of Ohm's Law", Popular Science, December 1913, pages 599-614, Bonnier Corporation ISSN 0161-7370, gives the history of Ohm's investigations, prior work, Ohm's false equation in the first paper, illustration of Ohm's experimental apparatus.
  • Morton L. Schagrin, "Resistance to Ohm's Law", American Journal of Physics, July 1963, Volume 31, Issue 7, pp. 536–47. Explores the conceptual change underlying Ohm's experimental work.
  • Kenneth L. Caneva, "Ohm, Georg Simon." Complete Dictionary of Scientific Biography. 2008