ଓଲମେସାର୍ଟାନ
Clinical data | |
---|---|
Trade names | Benicar |
Synonyms | Olmesartan medoxomil |
AHFS/Drugs.com | monograph |
MedlinePlus | a603006 |
Pregnancy category |
|
Routes of administration | By mouth |
ATC code | |
Legal status | |
Legal status |
|
Pharmacokinetic data | |
Bioavailability | 26% |
Metabolism | Liver (cannot be removed by hemodialysis) |
Elimination half-life | 13 hours |
Excretion | Kidney 40%, biliary 60% |
Identifiers | |
| |
CAS Number | |
PubChem CID | |
IUPHAR/BPS | |
DrugBank | |
ChemSpider | |
UNII | |
KEGG | |
ChEBI | |
ChEMBL | |
ECHA InfoCard | 100.174.243 |
Chemical and physical data | |
Formula | C29H30N6O6 |
Molar mass | 558.585 g/mol |
3D model (JSmol) | |
| |
| |
(what is this?) (verify) |
ଓଲମେସାର୍ଟାନ (ଇଂରାଜୀ ଭାଷାରେ Olmesartan, ଏକ ବ୍ୟବସାୟୀକ ନାମ ବେନିକାର/ Benicar) ଏକ ଔଷଧ ଯାହା ଉଚ୍ଚ ରକ୍ତଚାପ, ହୃଦ୍ପାତ ଓ ମଧୁମେହ ବୃକ୍କ ରୋଗମାନଙ୍କର (diabetic kidney disease) ଚିକିତ୍ସାରେ ଦିଆଯାଏ ।[୧] ଉଚ୍ଚ ରକ୍ତଚାପ ରୋଗରେ ଏହା ପସନ୍ଦଯୋଗ୍ୟ ପ୍ରାରମ୍ଭିକ ଚିକିତ୍ସା ଭାବାରେ ଦିଆଯାଏ ।[୧] ଏହା ପାଟିରେ ଦିଆଯାଏ ।[୧] ଏକକ ଔଷଧ ବ୍ୟତୀତ ମିଶ୍ରିତ ଭାବରେ ଲୋମେସାର୍ଟାନ/ହାଇଡ୍ରୋକ୍ଲୋରୋଥିଆଜାଇଡ ଓ ଓମଲେସାର୍ଟାନ/ଆମଲୋଡିପିନ (olmesartan/amlodipine) ନାମରେ ମଧ୍ୟ ଏହା ଉପଲବ୍ଧ ହୁଏ ।[୧]
ଓଲମେସାର୍ଟାନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ଓଜନିଆ, ମୁଣ୍ଡ ବିନ୍ଧା, ତରଳ ଝାଡ଼ା, ଅଣ୍ଟା ଯନ୍ତ୍ରଣା ହୋଇପାରେ ।[୧] ପ୍ରତିକ୍ରିୟା ସାଂଘାତିକ ହେଲେ ବୃକ୍କ ସମସ୍ୟା (kidney problems), ଅଳ୍ପ ରକ୍ତଚାପ (low blood pressure) ଓ ଆଞ୍ଜିଓଇଡିମା ହୋଇପାରେ । [୧] ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ଦେବାକୁ ସୁପାରିସ କରାଯାଏ ନାହିଁ । [୨] ଏହା ଏକ ଆଞ୍ଜିଓଟେନସିନ ୨ ରିସେପ୍ଟର ଆଣ୍ଟାଗୋନିସ୍ଟ (angiotensin II receptor antagonist) ଓ ଅଞ୍ଜିଓଟେନସିନ ୨କୁ (angiotensin II) ଅବରୋଧ କରି କାର୍ଯ୍ୟକ୍ଷମ ହୁଏ ।[୧] {{^| ସନ ୧୯୯୧ରେ ପେଟେଣ୍ଟ ହେବା ପରେ ସନ ୨୦୦୨ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା ।[୩] ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ ।[୪] ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୨.୫୦ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା ।[୪] ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୫ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ ।[୫] ସନ ୨୦୧୬ରେ ଏହାର ୩.୮ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୧୬୪ତମ ସ୍ଥାନରେ ଥଲା ।[୬]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ ୧.୪ ୧.୫ ୧.୬ "Olmesartan Medoxomil Monograph for Professionals". Drugs.com (in ଇଂରାଜୀ). American Society of Health-System Pharmacists. Retrieved 3 March 2019.
- ↑ "Olmesartan Pregnancy and Breastfeeding Warnings". Drugs.com (in ଇଂରାଜୀ). Retrieved 3 March 2019.
- ↑ Fischer, Jnos; Ganellin, C. Robin (2006). Analogue-based Drug Discovery (in ଇଂରାଜୀ). John Wiley & Sons. p. 471. ISBN 9783527607495.
- ↑ ୪.୦ ୪.୧ British national formulary : BNF 76 (76 ed.). Pharmaceutical Press. 2018. p. 177. ISBN 9780857113382.
- ↑ "NADAC as of 2019-02-27". Centers for Medicare and Medicaid Services (in ଇଂରାଜୀ). Archived from the original on 2019-03-06. Retrieved 3 March 2019.
- ↑ "The Top 300 of 2019". clincalc.com. Retrieved 26 February 2019.