କମଳାକାନ୍ତ ନାୟକ

ଉଇକିପିଡ଼ିଆ ରୁ
Jump to navigation Jump to search
କମଳାକାନ୍ତ ନାୟକ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
ଅଫିସରେ
୨୦୦୯ – ୨୦୧୪
ପୂର୍ବ ଅଧିକାରୀଶମ୍ଭୁନାଥ ନାୟକ
ପର ଅଧିକାରୀମଙ୍ଗଳ ସିଂ ମୁଦି
ନିର୍ବାଚନ ମଣ୍ଡଳୀଜଶୀପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1954-02-01) ୧ ଫେବୃଆରୀ ୧୯୫୪ (ବୟସ ୬୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀକବିତା ନାୟକ
ବାପା/ମା'ମହେନ୍ଦ୍ରନାଥ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ
ଧର୍ମହିନ୍ଦୁ

କମଳାକାନ୍ତ ନାୟକ (ଜନ୍ମ: ୧ ଫେବୃଆରୀ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । କମଳାକାନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

କମଳାକାନ୍ତ ନାୟକ ୧୯୫୪ ମସିହାର ଫେବୃଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମହେନ୍ଦ୍ରନାଥ ନାୟକ ଏବଂ ତାଙ୍କ ପତ୍ନୀଙ୍କ ନାମ କବିତା ନାୟକ ।[୧] କମଳାକାନ୍ତଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କମଳାକାନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Kamala Kanta Nayak". odishaassembly.nic.in. Odisha Assembly. Retrieved 9 October 2019.