କରୁଣାକର ଭୋଇ
Appearance
କରୁଣାକର ଭୋଇ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ଜନାର୍ଦନ ମାଝି, ଯୋଗେଶ ଚନ୍ଦ୍ର ସିଂହ ଦେଓ |
ପର ଅଧିକାରୀ | ଅଞ୍ଚଳ ମାଝି |
ନିର୍ବାଚନ ମଣ୍ଡଳୀ | ଭବାନୀପାଟଣା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୧୦ |
ମୃତ୍ୟୁ | ୯ ଫେବୃଆରୀ ୧୯୭୩ | (ବୟସ ୬୩)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ସୁଲୋଚନା ଭୋଇ |
ବୃତ୍ତି | ରାଜନୀତିଜ୍ଞ |
କରୁଣାକର ଭୋଇ (୧ ଜାନୁଆରୀ ୧୯୧୦ - ୯ ଫେବୃଆରୀ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]କରୁଣାକର ଭୋଇ ୧୯୧୦ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତ୍ନୀଙ୍କ ନାମ ସୁଲୋଚନା ଭୋଇ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କରୁଣାକର ଭୋଇ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]କରୁଣାକର ୧୯୭୩ ମସିହାର ଫେବୃଆରୀ ୯ ତାରିଖରେ ୬୩ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Karunakar Bhoi". odishaassembly.nic.in. Odisha Assembly. Retrieved 14 May 2021.