କଲେଜ ଟାଇମ

ଉଇକିପିଡ଼ିଆ‌ରୁ
କଲେଜ ଟାଇମ
ନିର୍ଦ୍ଦେଶକସୁଧାଂଶୁ ମୋହନ ସାହୁ
ପ୍ରଯୋଜକଉତ୍ତମ କୁମାର ପାଣିଗ୍ରାହୀ
ସଂଳାପଶରଣାରବିନ୍ଦ ଓଝା
ଚିତ୍ରନାଟ୍ୟସୁଧାଂଶୁ ମୋହନ ସାହୁ
କାହାଣୀଶରଣାରବିନ୍ଦ ଓଝା
କଳାକାରଅମ୍ଳାନ ଦାସ
ରିୟା ଦେ
ମିହିର ଦାସ
ସଙ୍ଗୀତପ୍ରଶାନ୍ତ ପାଢ଼ୀ
ଚିତ୍ରଗ୍ରହଣସଞ୍ଜୀବ ମହାପାତ୍ର
ସମ୍ପାଦକଚନ୍ଦ୍ର ଶେଖର ମିଶ୍ର
ମୁକ୍ତିଲାଭ ତାରିଖ
୨୩ ଜାନୁଆରୀ ୨୦୧୫
ଦେଶ ଭାରତ
ଭାଷାଓଡ଼ିଆ

କଲେଜ ଟାଇମ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ଉତ୍ତମ କୁମାର ପାଣିଗ୍ରାହୀ । ଗାୟତ୍ରୀ ଏଣ୍ଟରଟେନମେଣ୍ଟ ପ୍ରାଇଭେଟ ଲିମିଟେଡ ବ୍ୟାନନରେ ନିର୍ମିତ ହୋଇଥିଲା ଏହି ଚଳଚ୍ଚିତ୍ରଟି ।[୧] ଏହି ଚଳଚ୍ଚିତ୍ରଟିର କାହାଣୀ ଏବଂ ସଂଳାପ ଲେଖିଥିଲେ ଶରଣାରବିନ୍ଦ ଓଝା । ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ଏହି ଚଳଚ୍ଚିତ୍ରର ଚିତ୍ରନାଟ୍ୟ- ନିର୍ଦ୍ଦେଶନା ଦେଇଥିଲେ ।[୨] ଗୀତିକାର ଅରୁଣ ମନ୍ତ୍ରୀ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ ପାଢ଼ୀ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକର ସ୍ୱର ସଂଯୋଜନା କରିଥିଲେ । ଉଦିତ ନାରାୟଣ, ଇରା ମହାନ୍ତି, ଜାବେଦ ଅଲ୍ଲୀ, ବିନୋଦ ରାଠୋଡ଼, ମାନସ ପ୍ରୀତମ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରର ଗୀତଗୁଡ଼ିକ ଗାଇଥିଲେ ।[୩]

ଏହି ଚଳଚ୍ଚିତ୍ର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ନାୟକ ଅମ୍ଳାନ ଦାସ ଏବଂ ନାୟିକା ରିୟା ଦେ ।[୪][୫] ମିହିର ଦାସ ଏହି ଚଳଚ୍ଚିତ୍ରର ମଧ୍ୟ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ ପାଢ଼ୀ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକର ସ୍ୱର ସଂଯୋଜନା କରିଥିଲେ । ଗୀତିକାର ଅରୁଣ ମନ୍ତ୍ରୀ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ଉଦିତ ନାରାୟଣ, ଇରା ମହାନ୍ତି, ଜାବେଦ ଅଲ୍ଲୀ, ବିନୋଦ ରାଠୋଡ଼, ମାନସ ପ୍ରୀତମ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରର ଗୀତଗୁଡ଼ିକ ଗାଇଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ
1."କଲେଜ ଟାଇମ" 
2."ବେବି ଡଲ୍" 
3."ଗାର୍ଲଫ୍ରେଣ୍ଡ ବସ୍ତାରେ" 
4."ଜୀବନ ହୋଇଛି" 
5."ରେ ମେଘ ତୁ ଆ" 
6."ଶ୍ରୀ ଗଣେଶ" 
7."ଥରେ ଥରେ ମୋ ମନ" 

ଆଧାର[ସମ୍ପାଦନା]

  1. "College Time (2015)". Odiafilms.in. Archived from the original on 12 August 2017. Retrieved 9 August 2017.
  2. "College Time (କଲେଜ ଟାଇମ) - 2015 Odia Film". Odia Portal. Retrieved 9 August 2017.
  3. "College Time". Odia Movie Database. Retrieved 9 August 2017.
  4. "କାହିଁକି  ଏହି ନାୟକ ଏବେ  ରୀୟାଙ୍କର ପ୍ରିୟ? | Sambad". Sambad (in Odia). Odisha. 21 September 2018. Archived from the original on 19 August 2020. Retrieved 2 October 2018. {{cite news}}: no-break space character in |title= at position 8 (help)CS1 maint: unrecognized language (link)
  5. "ଅମ୍ଳାନ-ରୀୟା ଯୋଡ଼ିର 'ଲାଗିଲା ରଙ୍ଗ ଗୋଲାପି ଗୋଲାପି'". Sambad (in Odia). 28 April 2023. Archived from the original on 29 September 2023. Retrieved 29 September 2023.{{cite web}}: CS1 maint: unrecognized language (link)
  6. "ଆଜି ପରଦାକୁ ଆସୁଛି ଅମ୍ଳାନଙ୍କ 'ଲାଗେ ପ୍ରେମ ନଜର'". ସମ୍ବାଦ. ଭୁବନେଶ୍ୱର: sambad.in. 8 July 2022. Archived from the original on 24 October 2022. Retrieved 24 October 2022.

ବାହାର ଆଧାର[ସମ୍ପାଦନା]