କଳା ମାଣିକ

ଉଇକିପିଡ଼ିଆ‌ରୁ
(କଳାମାଣିକରୁ ଲେଉଟି ଆସିଛି)
କଳା ମାଣିକ
ନିର୍ଦ୍ଦେଶକବସନ୍ତ ସାହୁ
ପ୍ରଯୋଜକବ୍ରଜ ପ୍ରଧାନ
ସଂଳାପବିଜୟ ମିଶ୍ର
ଚିତ୍ରନାଟ୍ୟବସନ୍ତ ସାହୁ
କାହାଣୀବ୍ରଜ ପ୍ରଧାନ
କଳାକାରମିହିର ଦାସ
ସିଦ୍ଧାନ୍ତ ମହାପାତ୍ର
ମିତା
ଅପରାଜିତା ମହାନ୍ତି
ଉତ୍ତମ ମହାନ୍ତି
ସଙ୍ଗୀତସ୍ୱରୂପ ନାୟକ
ଚିତ୍ରଗ୍ରହଣଶାମ୍ବା ଶିବ ରାଓ
ସମ୍ପାଦକଦେବନ ମିଶ୍ର[୧][୨]
ମୁକ୍ତିଲାଭ ତାରିଖ
୨୦୦୧
ଦେଶ ଭାରତ
ଭାଷାଓଡ଼ିଆ

କଳା ମାଣିକ, ୨୦୦୧ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।[୩] ବ୍ରଜ ପ୍ରଧାନ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ବିଜୟ ମିଶ୍ର ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୪]

ମିହିର ଦାସ, ସିଦ୍ଧାନ୍ତ ମହାପାତ୍ର, ମିତା, ଅପରାଜିତା ମହାନ୍ତି, ଉତ୍ତମ ମହାନ୍ତି, ସ୍ୱରୂପ ମହାନ୍ତି, ଜୟୀରାମ ସାମଲ, ବ୍ରଜ ସିଂହ, ଶ୍ରୀଲେଖା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ ନାୟକ । ପୂର୍ଣ୍ଣେନ୍ଦୁ ଦାସ କାନୁନ୍‌ଗୋ, ସଚ୍ଚି ମହାନ୍ତି, ସ୍ୱରୂପ ନାୟକ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଶ୍ରୀକାନ୍ତ ଦାସ, ଗୀତା ଦାସ, ଇରା ମହାନ୍ତି, ଘନଶ୍ୟାମ ପଣ୍ଡା, ପାୟଲ ପଣ୍ଡା, ଟି. ସୌରୀ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

  1. "ଖ୍ୟାତନାମା ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 16 August 2020. Archived from the original on 3 July 2022. Retrieved 16 August 2020.
  2. "ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ". Odisha Reporter. ଭୁବନେଶ୍ୱର. 16 August 2020. Archived from the original on 3 July 2022. Retrieved 9 September 2020.
  3. ପରିଡ଼ା, ଲକ୍ଷ୍ମଣ କୁମାର (1 July 2003). "ଓଡ଼ିଆ ଚଳଚ୍ଚିତ୍ରରେ ଶ୍ରୀ ଜଗନ୍ନାଥ" (PDF). ଉତ୍କଳ ପ୍ରସଙ୍ଗ (July 2003): 114. Retrieved 14 January 2019.
  4. "ଏହି ବରିଷ୍ଠ ନିର୍ଦ୍ଦେଶକଙ୍କ ସହ ଏଯାଏ କାମ କରିନାହାନ୍ତି ଅମ୍ଳାନ". ସମ୍ବାଦ. ଭୁବନେଶ୍ୱର: sambad.in. 5 June 2022. Archived from the original on 5 June 2022. Retrieved 5 June 2022.
  5. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
  6. ଓଝା, ଶିବଶଙ୍କର (8 February 2018). "ଆଜି ଏହି ଦୁଇ ଓଲିଉଡର ବହୁମୁଖୀ ପ୍ରତିଭାସଂପନ୍ନ ସେଲିବ୍ରିଟିଙ୍କର ଜନ୍ମ ଦିନ". sambad.in. Retrieved 7 May 2018.

ବାହାର ଆଧାର[ସମ୍ପାଦନା]