କହ୍ନେଇ ସିଂହ

ଉଇକିପିଡ଼ିଆ‌ରୁ
କହ୍ନେଇ ସିଂହ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପର ଅଧିକାରୀଜଗତେଶ୍ୱର ମିର୍ଦ୍ଧା
ନିର୍ବାଚନ ମଣ୍ଡଳୀକୁଚିଣ୍ଡା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1938-11-02)୨ ନଭେମ୍ବର ୧୯୩୮
ମୃତ୍ୟୁ୬ ଅପ୍ରେଲ ୨୦୧୪(2014-04-06) (ବୟସ ୭୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀମଲ୍ଲିକା ସିଂହ
ବାପା/ବୋଉବାଳମୁକୁନ୍ଦ ସିଂହ (ବାପା)
ବୃତ୍ତିରାଜନୀତିଜ୍ଞ

କହ୍ନେଇ ସିଂହ (୨ ନଭେମ୍ବର ୧୯୩୮ - ୬ ଅପ୍ରେଲ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କହ୍ନେଇ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ କୁଚିଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

କହ୍ନେଇ ୧୯୩୮ ମସିହାର ନଭେମ୍ବର ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାଳମୁକୁନ୍ଦ ସିଂହ ଓ ପତ୍ନୀଙ୍କ ନାମ ମଲ୍ଲିକା ସିଂହ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବିଏ ବିଏଡ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କହ୍ନେଇ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ଜଗତେଶ୍ୱର ମିର୍ଦ୍ଧା ୨୦୧୪ ମସିହାର ଅପ୍ରେଲ ୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Kanhai Singh". odishaassembly.nic.in. Odisha Assembly. Retrieved 19 August 2020.