କାର୍ତ୍ତିକ ପ୍ରସାଦ ତରିଆ

ଉଇକିପିଡ଼ିଆ‌ରୁ
କାର୍ତ୍ତିକ ପ୍ରସାଦ ତରିଆ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀହୃଷିକେଶ ହୋତା
ପର ଅଧିକାରୀରବିନାରାୟଣ ପାଣିଗ୍ରାହୀ
ନିର୍ବାଚନ ମଣ୍ଡଳୀବୀରମହାରାଜପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1952-02-26) ୨୬ ଫେବୃଆରୀ ୧୯୫୨ (ବୟସ ୭୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଶୈଳଶ୍ରୀ ତରିଆ
ବାପା/ବୋଉଧୁଙ୍କୁ ତରିଆ (ବାପା)
ବୃତ୍ତିରାଜନୀତିଜ୍ଞ

କାର୍ତ୍ତିକ ପ୍ରସାଦ ତରିଆ (ଜନ୍ମ: ୨୬ ଫେବୃଆରୀ ୧୯୫୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମହାରାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

କାର୍ତ୍ତିକ ପ୍ରସାଦ ତରିଆ ୧୯୫୨ ମସିହାର ଫେବୃଆରୀ ୨୬ ତାରିଖର ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଧୁଙ୍କୁ ତରିଆ ଓ ପତ୍ନୀଙ୍କ ନାମ ଶୈଳଶ୍ରୀ ତରିଆ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କାର୍ତ୍ତିକ ପ୍ରସାଦ ତରିଆ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୯ ମସିହାରୁ ୧୯୯୦ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Kartika Prasad Taria". odishaassembly.nic.in. Odisha Assembly. Retrieved 14 August 2021.