କାଳିଆ ଦେହୁରୀ

ଉଇକିପିଡ଼ିଆ‌ରୁ
କାଳିଆ ଦେହୁରୀ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ନିର୍ବାଚନ ମଣ୍ଡଳୀଗଁଦିଆ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀମଦନ ଦେହୁରୀ, ବୈଷ୍ଣବ ଚରଣ ପଟ୍ଟନାୟକ
ପର ଅଧିକାରୀରତ୍ନପ୍ରଭା ଦେବୀ
ନିର୍ବାଚନ ମଣ୍ଡଳୀଢେଙ୍କାନାଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1931-11-21)୨୧ ନଭେମ୍ବର ୧୯୩୧
ମୃତ୍ୟୁ୮ ସେପ୍ଟେମ୍ବର ୨୦୧୧(2011-09-08) (ବୟସ ୭୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଅଖିଳ ଭାରତୀୟ ଗଣ ପରିଷଦ
ଜୀବନ ସାଥୀଜୟ ଲକ୍ଷ୍ମୀ
ବାପା/ବୋଉଅନନ୍ତ ଚରଣ ଦେହୁରୀ (ବାପା)
ବୃତ୍ତିରାଜନୀତିଜ୍ଞ

କାଳିଆ ଦେହୁରୀ (୨୧ ନଭେମ୍ବର ୧୯୩୧ - ୮ ସେପ୍ଟେମ୍ବର ୨୦୧୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି ଓ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କାଳିଆ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳଗଁଦିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

କାଳିଆ ୧୯୪୮ ମସିହାର ଫେବୃଆରୀ ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅନନ୍ତ ଚରଣ ଦେହୁରୀ ଓ ପତ୍ନୀଙ୍କ ନାମ ଜୟ ଲକ୍ଷ୍ମୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କାଳିଆ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି ଓ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

କାଳିଆ ୨୦୧୧ ମସିହାର ସେପ୍ଟେମ୍ବର ମାସ ୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Kalia Dehuri". odishaassembly.nic.in. Odisha Assembly. Retrieved 6 August 2020.