କାଳିଆ ଭରସା
Appearance
କାଳିଆ ଭରସା | |
---|---|
ନିର୍ଦ୍ଦେଶକ | ସିଦ୍ଧାର୍ଥ |
ପ୍ରଯୋଜକ | ଦେବବ୍ରତ କର |
କଳାକାର | ମିହିର ଦାସ ବିଜୟ ମହାନ୍ତି ସ୍ନିଗ୍ଧା ମହାନ୍ତି ସଙ୍ଗୀତା ଦାଶ ହର ପଟ୍ଟନାୟକ ଜୟୀରାମ ସାମଲ କାନ୍ତ ସିଂହ |
ସଙ୍ଗୀତ | ଅକ୍ଷୟ ମହାନ୍ତି |
ମୁକ୍ତିଲାଭ ତାରିଖ | ୧୯୯୦ |
ଦେଶ | ଭାରତ |
ଭାଷା | ଓଡ଼ିଆ |
କାଳିଆ ଭରସା, ୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଦେବବ୍ରତ କର ଏବଂ ନିର୍ଦ୍ଦେଶନା ଦେଇଥିଲେ ସିଦ୍ଧାର୍ଥ । ସଙ୍ଗୀତ ନିର୍ଦ୍ଦେଶକ ଅକ୍ଷୟ ମହାନ୍ତି ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ମିହିର ଦାସ, ବିଜୟ ମହାନ୍ତି, ସ୍ନିଗ୍ଧା ମହାନ୍ତି, ସଙ୍ଗୀତା ଦାସ, ହର ପଟ୍ଟନାୟକ, ଜୟୀରାମ ସାମଲ, କାନ୍ତ ସିଂହ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
[ସମ୍ପାଦନା]ଗୀତ ଏବଂ ସଙ୍ଗୀତ
[ସମ୍ପାଦନା]ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅକ୍ଷୟ ମହାନ୍ତି ।
ଗୀତ
[ସମ୍ପାଦନା]କ୍ରମ | ଗୀତ | ସମୟ |
---|
ଆଧାର
[ସମ୍ପାଦନା]- ↑ "ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିବା ଓଡ଼ିଆ ଫିଲ୍ମ" (PDF). ସିନେ ସମ୍ବାଦ. Internet Archive. 2 August 1997. Retrieved 15 July 2020.
- ↑ "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ କାଳିଆ ଭରସା