Jump to content

କାଳୀଶଙ୍କର

ଉଇକିପିଡ଼ିଆ‌ରୁ
କାଳୀଶଙ୍କର
ନିର୍ଦ୍ଦେଶକପ୍ରଶାନ୍ତ ନନ୍ଦ
ପ୍ରଯୋଜକସୁଚିତ୍ରା ସାହୁ
ସଂଳାପପ୍ରଶାନ୍ତ ନନ୍ଦ
ଚିତ୍ରନାଟ୍ୟପ୍ରଶାନ୍ତ ନନ୍ଦ
କାହାଣୀପ୍ରଶାନ୍ତ ନନ୍ଦ
କଳାକାରସିଦ୍ଧାନ୍ତ ମହାପାତ୍ର, ଅନୁ ଚୌଧୁରୀ, ଅନୁଭବ ମହାନ୍ତି, ମେଘ୍ନା ମିଶ୍ର, ଅରିନ୍ଦମ ରାୟ, ସ୍ୱସ୍ତିକା, ବିଜୟ ମହାନ୍ତି, ଆଶିଷ ବିଦ୍ୟାର୍ଥୀ
ସଙ୍ଗୀତପ୍ରଶାନ୍ତ ନନ୍ଦ
ଚିତ୍ରଗ୍ରହଣନିରଞ୍ଜନ ଦାସ, ଭି. ପ୍ରଭାକର
ସମ୍ପାଦକପ୍ରଶାନ୍ତ ନନ୍ଦ
ମୁକ୍ତିଲାଭ ତାରିଖ
୨୩ ଜାନୁଆରୀ ୨୦୦୭
ଦେଶ ଭାରତ
ଭାଷାଓଡ଼ିଆ

କାଳୀଶଙ୍କର, ୨୦୦୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ସୁଚିତ୍ରା ସାହୁ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ । ପ୍ରଶାନ୍ତ ନନ୍ଦ ଏହି କଥାଚିତ୍ରଟିର କାହଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଏବଂ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଓ ସ୍ୱର ସଂଯୋଜନା କରିଥିଲେ ।[]

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର, ଅନୁ ଚୌଧୁରୀ, ଅନୁଭବ ମହାନ୍ତି, ମେଘ୍ନା ମିଶ୍ର, ଅରିନ୍ଦମ ରାୟ ଓ ସ୍ୱସ୍ତିକା ମୁଖାର୍ଜୀ । ବିଜୟ ମହାନ୍ତି, ମିହିର ଦାସ, ଆଶିଷ ବିଦ୍ୟାର୍ଥୀ, ସ୍ନିଗ୍ଧା ମହାନ୍ତି, ସୁରେଶ ବଳ, ଇଲୁ ବାନାର୍ଜୀ, ମୀନକେତନ, ନମ୍ରତା ଦାସ, ହାଡ଼ୁ, ସଲିଲ ମିତ୍ର, ପିଣ୍ଟୁ ନନ୍ଦ, ପୃଥିରାଜ ନାୟକ, ଜୀବନ ପଣ୍ଡା, ରାଇମୋହନ ପରିଡ଼ା, ଜୟୀରାମ ସାମଲ, କୁନା ତ୍ରପାଠୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ

[ସମ୍ପାଦନା]

କାହାଣୀ

[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ

[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରଶାନ୍ତ ନନ୍ଦ ଏବଂ ସେ ନିଜେ କଥାଚିତ୍ରଟିର ଗୀତ ରଚନା କରିଥିଲେ । ସୁବାସ ଦାସ, ପଙ୍କଜ ଜାଲ, ଟି. ସୌରୀ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

କ୍ରମଗୀତସମୟ
1."ଛୋଟ ଛୋଟ" 
2."ଦେ ଦାରୁ" 
3."ଝିପ୍ ଝିପ୍ ବର୍ଷା ପଡ଼େ" 
4."ମେଘ ବିଜୁଳି" 
5."ରାତି ହେଲାଣି" 
  1. "ଅଭିନୟରେ କ'ଣ ପୂର୍ଣ୍ଣଛେଦ ପକାଇଛନ୍ତି ପ୍ରଶାନ୍ତ ନନ୍ଦ ?". sambad.in. 7 June 2018. Retrieved 10 June 2018.
  2. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
  3. "ଆଇଟମ୍ ନମ୍ବରରେ ବଲିଉଡଠାରୁ ଓଲିଉଡ ପଛରେ". OdishaLIVE. 7 May 2018. Retrieved 27 August 2018.

ବାହାର ଆଧାର

[ସମ୍ପାଦନା]