କାଶୀନାଥ ମଲ୍ଲିକ
Appearance
କାଶୀନାଥ ମଲ୍ଲିକ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ପୂର୍ଣ୍ଣଚନ୍ଦ୍ର ନାୟକ |
ପର ଅଧିକାରୀ | ରୁଦ୍ର ମାଧବ ରାୟ |
ନିର୍ବାଚନ ମଣ୍ଡଳୀ | ଦଶପଲ୍ଲା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୨ ଅପ୍ରେଲ ୧୯୫୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ବିଜୁ ଜନତା ଦଳ |
ଜୀବନ ସାଥୀ | ନିରୁପମା ମଲ୍ଲିକ |
ବାପା/ବୋଉ | ଅଧିକାରୀ ମଲ୍ଲିକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
କାଶୀନାଥ ମଲ୍ଲିକ (ଜନ୍ମ: ୨୨ ଅପ୍ରେଲ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । କାଶୀନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]କାଶୀନାଥ ମଲ୍ଲିକ ୧୯୫୮ ମସିହାର ଅପ୍ରେଲ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅଧିକାରୀ ମଲ୍ଲିକ ଏବଂ ପତ୍ନୀଙ୍କ ନାମ ନିରୁପମା ମଲ୍ଲିକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କାଶୀନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Kashinath Mallik". odishaassembly.nic.in. Odisha Assembly. Retrieved 1 May 2020.
- ↑ "Naveen Patnaik loses 3 MLAs to BJP ahead of polls in Odisha". Deccan Chronicle (in English). Bhubaneswar. 22 March 2019. Archived from the original on 23 June 2022. Retrieved 23 June 2022.
{{cite news}}
: CS1 maint: unrecognized language (link)